ମହାନଦୀ ମାମଲା ଶୁଣାଣି ମେ’ ୧୪କୁ ଘୁଞ୍ଚିଲା

ନୂଆଦିଲ୍ଲୀ,୧୯।୪: ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲରେ ଛତିଶଗଡ଼ ସରକାରଙ୍କ ବ୍ୟାରେଜ୍‌ ନିର୍ମାଣ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନର ଶୁଣାଣିକୁ ମେ’ ୧୪କୁ ଘୁଞ୍ଚାଇ ଦିଆଯାଇଛି। ମହାନଦୀରେ ବ୍ୟାରେଜ୍‌ ନିର୍ମାଣ ଯୋଗୁ ଓଡ଼ିଶାକୁ ଜଳପ୍ରବାହ ବାଧାପ୍ରାପ୍ତ ହୋଇଛି। ତେଣୁ ନଦୀରେ ନିର୍ଦ୍ଦିଷ୍ଟ ପରିମାଣର ଜଳପ୍ରବାହ ଜାରି ରଖିବା ନିମନ୍ତେ ଛତିଶଗଡ଼କୁ ନିର୍ଦ୍ଦେଶ ଦେବା ଲାଗି ଓଡ଼ିଶା ସରକାର ଟ୍ରିବ୍ୟୁନାଲରେ ଆବେଦନ କରିଥିଲେ। ଏପ୍ରିଲ ୩୦ରେ ଏହାର ଶୁଣାଣି ଲାଗି ପୂର୍ବରୁ ତାଲିକାଭୁକ୍ତ ହୋଇଥିବାବେଳେ ଏହାକୁ ମେ’ ୧୪କୁ ଘୁଞ୍ଚାଇ ଦିଆଯାଇଥିବା ଟ୍ରିବ୍ୟୁନାଲ୍‌ ରେଜିଷ୍ଟ୍ରାରଙ୍କ ପକ୍ଷରୁ କୁହାଯାଇଛି। ମହାନଦୀ ସମ୍ପର୍କିତ ଅଧ୍ୟୟନ ସତ୍ୟପାଠ ସହ ଦାଖଲ କରିବା ଲାଗି ମାର୍ଚ୍ଚ ୧୨ରେ ଟ୍ରିବ୍ୟୁନାଲ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାମଲାର ଶୁଣାଣି ବେଳେ ଓଡ଼ିଶା ୯ ଜଣ ଓ ଛତିଶଗଡ଼ ୮ ଜଣ ସାକ୍ଷୀଙ୍କ ଅଧ୍ୟୟନ ଯାଞ୍ଚ କରିବାକୁ ଟ୍ରିବ୍ୟୁନାଲଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri