ବହୁ ଚର୍ଚ୍ଚିତ ଗଣବଳାତ୍କାର ମାମଲା: ଦୀର୍ଘ ୨୨ ବର୍ଷ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

କଟକ ଅଫିସ,୨୨।୨: ବହୁଚର୍ଚ୍ଚିତ ଗଣବଳାତ୍କାର ମାମଲାରେ ଆଜି ଧରା ପଡ଼ିଛନ୍ତି ମୁଖ୍ୟ ଅଭିଯୁକ୍ତ। ଦୀର୍ଘ ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଧରିବାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଥିଲେ ବିବନ। ତେବେ ମାମଲାର ତଦନ୍ତ କରୁଥିଲା ସିବିଆଇ। ପୂର୍ବରୁ ଏଥିରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଦଣ୍ଡିତ କରିଥିଲେ ମାନ୍ୟବର କୋର୍ଟ। ୩ ମାସ ତଳୁ ବିବନଙ୍କୁ ଖୋଜିବା ଆରମ୍ଭ କରିଥିଲା କମିଶନରେଟ୍‌ ପୋଲିସ। ମୁମ୍ବାଇ-ପୁଣେରେ ନିଜ ନାମ ପରିବର୍ତ୍ତନ କରି ଜଳନ୍ଧର ସ୍ବାଇଁ ନାମରେ ରହୁଥିଲେ ବିବନ। ଶେଷରେ ପୋଲିସ ହାତରେ ଧରା ପଡ଼ିଥିବା ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ।

ସୂଚନାଯୋଗ୍ୟ, ୯ ଜାନୁୟାରୀ ୧୯୯୯ରେ ଭୁବନେଶ୍ୱର ଉପକଣ୍ଠସ୍ଥ ବାରଙ୍ଗ ନିକଟବର୍ତ୍ତୀ ଏକ ନିଛାଟିଆ ଜାଗାରେ କାର୍‌ ଭିତରେ ୩ ଜଣ ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗଣବଳାତ୍କାର କରିଥିଲେ। ପୋଲିସ ସେହି ଜାନୁୟାରୀରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ବିବନ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri