ପୁରୁଣା ସଂସ୍କୃତି-ପରମ୍ପରା ବଞ୍ଚାଇ ରଖିବା ମୂଳ ଲକ୍ଷ୍ୟ

ଲୋଇସିଂହା,୪।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଦୂର୍ଗାମଣ୍ଡପରେ ୱାନ ଷ୍ଟେପ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସମ୍ପାଦକ ଶିବଲୁ କଦମଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ସାଂସ୍କୃତିକ ସଭାରେ ମୁଖ୍ୟ ଅତିଥି ନୀହାର ରଂଜନ ବେହେରା, ସମ୍ମାନୀତ ଅତିଥି ଭାବେ ଲୋଇସିଂହା ଜମିଦାର ସୁଶ୍ରୀ ଅର୍ଚ୍ଚନା ଦେବୀ ସିଂ ରାଏ,ମୁଖ୍ୟ ବକ୍ତା ସ ଅଶୋକ ମେହେର ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ବେହେରା ଟ୍ରଷ୍ଟ ଗଠନର ଉଦ୍ଦେଶ୍ୟ ଓ ଲୋକଲୋଚନକୁ ଆସିପାରୁ ନ ଥିବା କଳାକାରଙ୍କ ପାଇଁ ମଞ୍ଚ ସୃଷ୍ଟି କରିବା ଏହି ଅନୁଷ୍ଠାନର ମୁଖ୍ୟ ଲକ୍ଷ୍ୟ ବୋଲି ସେ କହିଥିଲେ। ମୁଖ୍ୟବକ୍ତା ମେହେର କହିଥିଲେ, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନମାନେ ହେଲା ମନୋରଂଜନ ନେବା ସହିତ ପୁରୁଣା ସଂସ୍କୃତି ଓ ପରମ୍ପରା ଜାଣିପାରିବା। କାର୍ଯ୍ୟକ୍ରମକୁ ବୀରେନ୍ଦ୍ର ପାଣ୍ଡେ ସଂଯୋଜନା କରିଥିଲେ। ଏହି ଅବସରରେ ବହୁ ଯୁବ ଏବଂ ଦକ୍ଷ କଳାକାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଗୀତ ସାଧନା ଲୋଇସିଂହା ଓ ସରଗମଲି ସରଧାପାଲି ର କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଟିବଲୁ କଦମ, କହ୍ନେୟା ବେହେରା,ମନୋଜ ପୋଢ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri