ଡୋନ୍‌ବାସ୍‌ର ସ୍ବାଧୀନତା ମୂଳ ଲକ୍ଷ୍ୟ: ମସ୍କୋ

ମସ୍କୋ, ୩୦ା୩: ରୁଷିଆ-ୟୁକ୍ରେନ୍‌ ଶାନ୍ତି ଆଲୋଚନାରେ କିଭ୍‌ ଏବଂ ଚେର୍ନିହିଭ୍‌ ସହରରେ ସାମରିକ ଗତିବିଧି କମାଇବା ନିମନ୍ତେ ମସ୍କୋ ନିଷ୍ପତ୍ତି ନେଇଥିଲେ ହେଁ ପୂର୍ବ ୟୁକ୍ରେନ୍‌ର ଡୋନବାସ୍‌ ଅଞ୍ଚଳକୁ ସ୍ବାଧୀନ କରାଇବା ମୂଳ ଲକ୍ଷ୍ୟ ବୋଲି ରୁଷିଆ ପ୍ରତିରକ୍ଷା ମନ୍ତ୍ରୀ ସେରଗି ସୋଇଗୁ ମଙ୍ଗଳବାର କହିଛନ୍ତି। ରୁଷିଆର ପ୍ରଥମ ପର୍ଯ୍ୟାୟ ମିଲିଟାରୀ ଅପରେଶନ ସଫଳ ହୋଇଛି। ଏଥିରେ ୟୁକ୍ରେନ୍‌ ସୁରକ୍ଷାବଳର ଶକ୍ତି ବ୍ୟାପକ ଭାବେ ହ୍ରାସ ପାଇଛି। ତେଣୁ ଡୋନ୍‌ବାସ ଅଞ୍ଚଳକୁ ସ୍ବାଧୀନ କରି ରୁଷିଆ ଏହାର ଲକ୍ଷ୍ୟ ହାସଲ କରିବା ଦିଗରେ ଏବେ ଗୁରୁତ୍ୱ ଦେବ ବୋଲି ସୋଇଗୁ କହିଛନ୍ତି। ଏଥିସହ ନାଟୋ ୟୁକ୍ରେନ୍‌କୁ ଫାଇଟର ଏୟାରକ୍ରାଫ୍ଟ ଏବଂ ଏୟାର ଡିଫେନ୍ସ ସିଷ୍ଟମ ଯୋଗାଇଲେ ମସ୍କୋ ଏହାର ଜବାବ ଦେବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?