ସରକାରଙ୍କୁ ସର୍ତ୍ତମୂଳକ ସମର୍ଥନ ଦେବ ମୁଖ୍ୟ ବିରୋଧୀ ଦଳ

କଲମ୍ବୋ,୧୭।୫: ଶ୍ରୀଲଙ୍କାରେ ଦୀର୍ଘଦିନ ହେଲା ଲାଗିରହିଥିବା ଅର୍ଥନୈତିକ ଓ ରାଜନୈତିକ ସଙ୍କଟର ସମାଧାନ ନିମନ୍ତେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେଙ୍କ ନେତୃତ୍ୱରେ ଗଠିତ ଅନ୍ତରୀଣ ସରକାରଙ୍କୁ ସର୍ତ୍ତମୂଳକ ସମର୍ଥନ ଯୋଗାଇଦେବାକୁ ମୁଖ୍ୟ ବିରୋଧୀ ଦଳ ସାମାଗି ଜନ ବଲଓ୍ବେଗୟା (ଏସ୍‌ଜେବି) ସୋମବାର ରାଜି ହୋଇଛି। ବର୍ତ୍ତମାନ ସ୍ଥିତିରେ ଦେଶକୁ ସଙ୍କଟରୁ ରକ୍ଷା କରିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏସ୍‌ଜେବି ସରକାରଙ୍କୁ ସର୍ତ୍ତମୂଳକ ସମର୍ଥନ ଦେବା ପାଇଁ ରାଜି ହୋଇଛି। ଆର୍ଥିକ ସଙ୍କଟକୁ ନେଇ ଦେଶରେ ଉତ୍ତେଜନା ଲାଗି ରହିଥିବାବେଳେ ପୁନର୍ବାର ସୋମବାର ରାତି ୮ଟାରୁ ମଙ୍ଗଳବାର ସକାଳ ୫ଟା ପର୍ଯ୍ୟନ୍ତ ଦେଶବ୍ୟାପୀ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସରେ ପ୍ରଧାନମନ୍ତ୍ରୀ ମୋଦି

ଜୋହାନ୍ସବର୍ଗ/ନୂଆଦିଲ୍ଲୀ,୨୩ା୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଟ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀ ମଙ୍ଗଳବାର ଜୋହାନ୍ସବର୍ଗରେ ଆରମ୍ଭ ହୋଇଛି।...

ଜାତିସଂଘ ମୁଖ୍ୟଙ୍କ ଚେତାବନୀ: ପରମାଣୁ ମହାବିପତ୍ତିଠାରୁ ବିଶ୍ୱ ମାତ୍ର ଗୋଟିଏ ପାଦ ଦୂରରେ

ଜେନେଭା,୨ ।୮: ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ସୋମବାର ଚେତାବନୀ ଦେଇ କହିଛନ୍ତି, ବିଶ୍ୱ ପରମାଣୁ ବିନାଶଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି...

ରୁଷିଆକୁ ୟୁକ୍ରେନର ବଡ ଝଟ୍‌କା, ମୋସ୍କୱା କ୍ରୁଜ ଉପରେ ମିଶାଇଲ ମାଡ

କ୍ୱିଭ,୧୪ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୦ ଦିନ ହୋଇଥିବା ବେଳେ ଏହା କମ୍ ପରିବର୍ତ୍ତେ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି । ଏବେ ୟୁକ୍ରେନ୍...

ଧାରା ୨୪୫କୁ ‘ଅଘୋଷିତ ମାର୍ଶଲ ଲ’ କହିଲେ ଇମ୍ରାନ

ଇସଲାମାବାଦ,୨୫ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବିଭିନ୍ନ ପ୍ରଦେଶରେ ଧାରା ୨୪୫ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଇମ୍ରାନ...

ଉତ୍ତର କୋରିଆର ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ଋଷିଆ, ଚାଇନା

ଉତ୍ତର କୋରିଆର ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ଋଷିଆ ଓ ଚାଇନାରା ପ୍ରତିନିଧି। ଆମେରିକା ସହିତ ବଢୁଥିବା ମୁହାଁମୁହିଁ ପରିସ୍ଥିତି ମଧ୍ୟରେ ଉତ୍ତର କୋରିଆ ଋଷିଆ...

ଚାଇନାର କ୍ଷତି କରିପାରିବ ନାହିଁ ଭାରତ

ବେଜିଂ,୨୮/୮:ଭାରତୀୟ ଅର୍ଥନୀତି ବହୁଳ ଭାବେ ଚାଇନା ଉପରେ ନିର୍ଭରଶୀଳ। ତେଣୁ ସୀମାରେ ଯେତେ ଉତ୍ତେଜନା ସୃଷ୍ଟି ହେଲେ ମଧ୍ୟ ଭାରତୀୟ ସେନା ପିପୁଲ୍ସ ଲିବରେଶନ ଆର୍ମି...

ଟେକ୍ସାସ ଶପିଂ ମଲରେ ଗୁଳିକାଣ୍ଡ, ଅତିକମରେ ୯ ମୃତ

ଓ୍ବାଶିଂଟନ,୭।୫: ଆମେରିକାରେ ଲଗାତାର ଭାବେ ଗୁଳିକାଣ୍ଡ ଘଟଣା ବଢିବାରେ ଲାଗିଛି। ସଦ୍ୟତମ ଘଟଣା ଘଟିଛି ଟେକ୍ସାସରେ। ମିଡିଆ ରିପୋର୍ଟ ଅନୁଯାୟୀ, ଟେକ୍ସାସର ଏକ ଶପିଂ ମଲରେ...

ସର୍ବିଆରେ ଗୁଳିକାଣ୍ଡ: ୮ ମୃତ

ବେଲଗ୍ରେଡ,୫।୫: ସର୍ବିଆର ମ୍ଲାଡେନୋଭାକ ସହରର ଡୁବୋନା ଅଞ୍ଚଳରେ ବିଳମ୍ବିତ ରାତିରେ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏହି ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦...

Advertisement
Archives

Model This Week