ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୮ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ବୁଧବାର ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ମିଋତୁର ଥାନା ଅନ୍ତର୍ଗତ ତିମନାର ଗ୍ରାମର ସୁଦ୍ରୁ କରାମ। ତାଙ୍କୁ ଘରୁ ଅପହରଣ କରିନେଇ ହତ୍ୟା କରାଯାଇଥିବା ଜଣାପଡିଛି। ତାଙ୍କ ଭାଇ ଛତିଶଗଡ଼ ପୋଲିସ ବିଭାଗରେ କାର୍ଯ୍ୟ କରୁଛନ୍ତି। ମାଓବାଦୀମାନେ ସୁଦ୍ରୁଙ୍କ ଘର ଉପରେ ଆକ୍ରମଣକରି ତାଙ୍କୁ ଅପହରଣ ପରେ ଘର ନିକଟରେ ଥିବା ଜଙ୍ଗଲକୁ ନେଇ ଯାଇଥିଲେ। ସେଠାରେ ତାଙ୍କୁ ମାଡ଼ ମାରିବାପରେ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିଲେ। ଏହାପରେ ମୃତଦେହକୁ ଗଁା ନିକଟ ଜଙ୍ଗଲରେ ଫିଙ୍ଗି ଫେରାର ହୋଇଯାଇଥିଲେ। ପୋଲିସ ସୂଚନାଦାତା ସନ୍ଦେହରେ ଗତ ସପ୍ତାହକ ମଧ୍ୟରେ ବିଜାପୁର ଜିଲାରେ ୩ ଜଣଙ୍କୁ ମାଓବାଦୀମାନେ ହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା ।ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ ଥିବା…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ…

ଅନ୍ତିମ ଦିନିକିଆରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ୍‌ ଜିତିଲା ବାଂଲାଦେଶ

ଲକ୍ଷ୍ନୌ,୨୩ା୪: ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ଓ ପରେ ମୁସ୍ତାଫିଜୁର ରହମାନଙ୍କ ୫ ଉଇକେଟ ସଫଳତା ବଳରେ ବାଂଲାଦେଶ ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ…

‘ଇରାନ ଖାଲି କରନ୍ତୁ ଭାରତୀୟ’: ଟ୍ରମ୍ପଙ୍କ ଧମକ ମଧ୍ୟରେ ବିଗୁଡୁଛି ମଧ୍ୟପ୍ରାଚ୍ୟ ପରିସ୍ଥିତି , ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ନୂଆଦିଲ୍ଲୀ,୨୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ତେହରାନରେ ଥିବା ଭାରତୀୟ ଦୂତାବାସ ଗୁରୁବାର (୨୩ ଏପ୍ରିଲ, ୨୦୨୬) ଏକ ନୂତନ…

ବ୍ୟାଙ୍କ କାମ ସାରି ଘରକୁ ଫେରୁଥିଲେ, ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ଚାଲିଗଲା ପୂର୍ବତନ ଓ୍ବାର୍ଡ ସଦସ୍ୟାଙ୍କ ଜୀବନ…

ଦିଗପହଣ୍ଡି, ୨୩।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ସାନଖେମୁଣ୍ଡି…

ଚାଲିଥିଲା ସଟ୍ଟାଖେଳ: ମାଡି ବସିଲା ସଦର ଥାନା ପୋଲିସ୍, ୫ଅଭିଯୁକ୍ତ…

ବରଗଡ଼, ୨୩।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସଦର ଥାନା ପୋଲିସ୍ ସଟ୍ଟା କାରବାରରେ ବୁଧବାର ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ସଦର ଥାନା…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ଗୁରୁତର

ଝରିଗାଁ,୨୩।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ନୂଆଁଗୁଡ଼ା ଗ୍ରାମ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେଶ୍‌ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ: ସମ୍ବର୍ଦ୍ଧିତ ହେଲେ ୧୮ ଉଦ୍ୟୋଗୀ

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା)-  ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେଶ୍‌ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ ଗୁରୁବାର ସ୍ବସ୍ତି ପ୍ରିମିୟମ୍‌ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri