Posted inଫୁରସତ

ଲକ୍‌ଡାଉନ୍‌ରେ ଘରେ ବସି ରାତାରାତି କୋଟିପତି ହେଲେ ଏହି ବ୍ୟକ୍ତି

କରୋନା କବଳରେ ସମଗ୍ର ବିଶ୍ୱ । ଏଥିପାଇଁ ଜନଜୀବନ ବହୁ ମାତ୍ରାରେ ପ୍ରଭାବିତ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ଅଧିକାଂଶ ଲୋକଙ୍କ ଜୀବିକା ମଧ୍ୟ ଚାଲିଯାଇଛି। କାମ ଧନ୍ଦା ନ ମିଳିବାରୁ ଲୋକେ ଘରେ ବସି ବୋର୍‌ ହେଉଛନ୍ତି। ଲୋକଙ୍କ ପାଖରେ କୌଣସି କାମ ନାହିଁ। ଏହିପରି ଜଣେ ବ୍ୟକ୍ତି ଘରେ ବସି ବୋର୍‌ ହେବାରୁ ନିଜ ଘର ସମ୍ମୁଖରେ ଏକ ଗାତ ଖୋଳିବା ଆରମ୍ଭ କରିଥିଲେ। ଏହା ପରେ ସେ ରାତାରାତି କୋଟିପତି ପାଲଟିଯାଇଛନ୍ତି।
ଇଂଲଣ୍ଡର ପଶ୍ଚିମ ୟର୍କଶାୟାରରେ ରୁହନ୍ତି ଜନ୍‌ ବ୍ରଡ୍‌ଶା। ଲକ୍‌ଡାଉନ୍‌ ଯୋଗୁ ଘରେ ବସି ବୋର୍‌ ହେବାରୁ ୬ମାସ ପୂର୍ବେ କିଣିଥିବା ଘରର ସମ୍ମୁଖ ଭାଗ ବଗିଚାକୁ ଜନ୍‌ ଖୋଳିବା ଆରମ୍ଭ କଲେ। ମାତ୍ର କିଛି ଦିନ ଖୋଳିବା ପରେ ସେ ୧୯୫୦ର ଏକ ଫୋର୍ଡ କାର ପୋତି ହୋଇଥିବା ଦେଖିବାକୁ ପାଇଲେ। ଏହି ଗାଡିର ପଞ୍ଜିକରଣ ନମ୍ବର ଏବଂ ଗାଡ଼ି ନମ୍ବର ସୁରକ୍ଷିତ ଥିବାରୁ ଏହା ଏକ ସାମରିକ ଯାନ ବୋଲି ଜଣାପଡ଼ିଲା। ଏହା ପରେ ସେ ରାତାରାତି କୋଟିପତି ହୋଇଛନ୍ତି। ଏ ନେଇ ଜନ୍‌ ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri