Posted inଫୁରସତ

ଦୋଳିରୁ ଡେଇଁ ଏମିତି ପ୍ୟାଣ୍ଟ ପିନ୍ଧିଲେ ବ୍ୟକ୍ତି, ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବ୍ୟକ୍ତି ଦୋଳି ଖେଳୁଛନ୍ତି। ପରେ ଦୋଳିରୁ ଡେଉଁଛନ୍ତି। ସାମ୍ନାରେ ୨ ଜଣ ତାଙ୍କ ପ୍ୟାଣ୍ଟ ଧରିଛନ୍ତି ସେ ସେହି ପ୍ୟାଣ୍ଟକୁ ଡେଇଁ, ପିନ୍ଧୁଛନ୍ତି। ପରେ ଖୁସିରେ ଏଭଳି ବ୍ୟବହାର କରୁଛନ୍ତି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କଲେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା

ତ୍ରିଶୂର,୨୯।୧୨: କେରଳ ତ୍ରିଶୂର ଜିଲାର ରାମାଭରମାପୁରମରେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା ବିବାହ କରିବା ଦୃଶ୍ୟ ସମସ୍ତଙ୍କୁ ଆନନ୍ଦ ଦେଇଛି। ଏକ ସରକାରୀ...

ଏକାସଙ୍ଗରେ ୧୬ ଯୁବକଙ୍କ ସହ ଡେଟ୍‌ରେ ଗଲେ ଯୁବତୀ, ପରେ ଘଟିଲା…

ଅଧିକାଂଶ ଅବିବାହିତ ଯୁବକ, ଯୁବତୀ ଲଭ୍‌ ଆଇଲ୍ୟାଣ୍ଡ ଏବଂ ସ୍ପିଲ୍‌ଟ୍ସଭିଲା ପରି ଅନେକ ରିୟାଲିଟି ଶୋ’କୁ ଯାଇଥାନ୍ତି। ଏଥିପାଇଁ ତାଙ୍କ ନିକଟରେ ଅନେକ ବିକଳ୍ପ ରହିଥାଏ।...

ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ

ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍‌ ଗ୍ରେଟା ଥନବର୍ଗଙ୍କ...

ସମୁଦ୍ର କୂଳରେ ଖେଳୁଛନ୍ତି କୁକୁଲ ପଲ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ସମୁଦ୍ର କୂଳରେ ଦଳେ କୁକୁର ବେଲୁନରେ ଖେଳୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି,...

ନିଜ ଅବିକଳ ଚେହେରା ଦେଖି ଏମିତି କହିଲେ ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୩୦।୧୨:ବିଶ୍ୱର ଏକ ନମ୍ବର ଧନୀ ତଥା ଟେସଲା ସିଇଓ ଏଲୋନ ମସ୍କ ଆଜିକାଲି ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଯଦିଓ ସେ ନିଜ କାରଣରୁ ନୁହେଁ ବରଂ...

ଏଠାରେ ମୂଷା ପାଳିବା ପାଇଁ ସରକାରଙ୍କଠାରୁ ଆଣିବାକୁ ପଡ଼େ ଅନୁମତି

ସାଧାରଣତଃ ଘରେ ଘରେ ମୂଷା ଦେଖାଯାଏ। ଏହି ମୂଷାକୁ କିଏ ଘରେ ପାଳୁଥିବା ବେଳେ ଏମାନେ ଆସବାବପତ୍ର କାଟି ପକାଉଥିବା ନେଇ କିଏ ମାରି ଗୋଡ଼ାନ୍ତି।...

କଫି କପ୍‌ ବି ବ୍ୟକ୍ତିଙ୍କ ସ୍ବଭାବ ସମ୍ପର୍କରେ ଦେଇଥାଏ ସୂଚନା…

ନ୍ୟୁୟର୍କ,୨୨।୩: କୌଣସି ବ୍ୟକ୍ତିଙ୍କ ସ୍ବଭାବ କିପରି ତାହା ସେ ବ୍ୟବହାର କରୁଥିବା କଫି କପ୍‌ରୁ ହିଁ ଜଣାପଡ଼ିଥାଏ। ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା...

ବିଶ୍ୱ ଖାଦ୍ୟ ଦିବସ:ପୃଥିବୀରେ ୮୦ କୋଟି ଭୋକିଲା

ଜେନେଭା: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର...

Advertisement
Archives

Model This Week