Posted inଫୁରସତ

ନିଜ ଜୀବନକୁ ବାଜି ଲଗାଇ ଚଳନ୍ତା ଟ୍ରେନ୍‌ ଆଗରେ ଧାଇଁଲେ ବ୍ୟକ୍ତି, ପୂରା ଘଟଣା ଜାଣିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ରେଳ ଧାରଣା ଦେଖିବାକୁ ମିଳୁଛି। ଟ୍ରେନ୍‌ଟି ସେପଟୁ ଆସୁଥିବା ବେଳେ ଜଣେ ବ୍ୟକ୍ତି ଏହାକୁ ଖାତିର ନ କରି ରେଳ ଧାରଣା ଉପରେ ଦୌଡ଼ୁଛନ୍ତି। ପରେ ଟ୍ରେନ୍‌ଟି ତାଙ୍କ ନିକଟତର ହେଉଛି । ଏବଂ ସେ ନିଜ ଜୀବନକୁ ବାଜି ଲଗାଇ ଟ୍ରାକ୍‌ରେ ବନ୍ଧାଥିବା ଏକ କୁକୁର ଛୁଆକୁ ରକ୍ଷା କରୁଛନ୍ତି। ସେ କୁକୁର ଟିର ଚେନ୍‌ ଫିଟାଇ ତାକୁ ଟାଣି ନେଉଛନ୍ତି। ସେହି ସମୟରେ ଟ୍ରେନ୍‌ଟି ପାସ୍‌ କରୁଛନ୍ତି।
ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ୬ ଥର ଦେଶ ଭ୍ରମଣ କରିସାରିଲେଣି ଏହି ବ୍ୟକ୍ତି, ଲୋକଙ୍କୁ ଦେଉଛନ୍ତି ଏମିତି ବାର୍ତ୍ତା

ଭୋପାଳ,୧୪।୩: ଯୌତୁକ ପ୍ରଥା ରୋକିବା ପାଇଁ ବିଭିନ୍ନ ପ୍ରକାର ସଚେତନତା ସୃଷ୍ଟି କରାଯାଉଛି। ମାତ୍ର ଏକ ସ୍ବତନ୍ତ୍ର ଢଙ୍ଗରେ ଯୌତୁକ ପ୍ରଥା ବନ୍ଦ ପାଇଁ ସଚେତନତା...

ପାନ ଖୁଆଇ ବାଛନ୍ତି ଜୀବନସାଥୀ

ହିନ୍ଦୁ ଧର୍ମରେ ବିବାହକୁ ପବିତ୍ର ଓ ସାତ ଜନ୍ମର ସମ୍ପର୍କ ଭାବେ ବିବେଚନା କରାଯାଏ। ଏଠାରେ ବିବାହର ଅନେକ ପ୍ରକାର ନୀତି ନିୟମ ଦେଖିବାକୁ ମିଳିଥାଏ।...

ରାଜରାସ୍ତାରେ ପରୀକ୍ଷଣ ହେଲା ଉଡ଼ନ୍ତା କାର

ଟୋକିଓ, ୨୯।୮: ଗତ ୧୦ ବର୍ଷ ଧରି ଜାରି ରହିଥିବା ପରୀକ୍ଷାର ଅନ୍ତ ଘଟିଛି। ରାଜରାସ୍ତାରେ ଉଡ଼ନ୍ତା କାରର ପରୀକ୍ଷା ଏବେ ଶେଷ ହୋଇଛି। ଜାପାନର...

ବୋତଲ ଭିତରେ କାରିଗରି

କଳାକାର ଯେକୌଣସି ଜିନିଷକୁ ସୁନ୍ଦର କଳାକୃତିରେ ପରିଣତ କରିପାରନ୍ତି। ଚାଇନାର ଜିଆଙ୍ଗ ଦୁଆନ୍‌ ହେଉଛନ୍ତି ସେମିତି ଜଣେ କଳାକାର, ଯେକି ଛୋଟ ଛୋଟ ବୋତଲ ଭିତରେ...

ଛାତ୍ରାବସ୍ଥାରୁ ଆବେଗ ବଢ଼ିଥିଲା

ଛାତ୍ରାବସ୍ଥାରୁ ମୋର ସାମ୍ବାଦିକତା ପ୍ରତି ଆବେଗ ସୃଷ୍ଟି ହୋଇଥିଲା। ୧୯୭୧ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କଲି। ସେହି ବର୍ଷ ପୁନେ...

ମଣିଷ ହାତରୁ ଏପରି କଦଳୀ ଖାଉଛି ଗୁଣ୍ଡୁଚିମୂଷା

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ଖୋଲିଲା, ଲଟେରୀରେ ଜିଣିଲେ ୪୦ କୋଟି…

ଦୁବାଇ,୮।୭: ଦୁବାଇରେ ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ରାତାରାତି ପରିବର୍ତ୍ତନ ହୋଇଛି। ସେ ଲଟେରୀ ଜିଣି ୪୦ କୋଟି ଟଙ୍କା ପାଇଛନ୍ତି। କେରଳର ରଞ୍ଜିତ୍‌...

ବିହାରର ମନ୍ତ୍ରୀ, ବିଧାୟକ ଭିନ୍ନ ଢଙ୍ଗରେ ଟିମ୍‌ ଇଣ୍ଡିଆକୁ ଜଣାଇଲେ ଶୁଭକାମନା

ପାଟନା, ୯।୭: ଆଇସିସି ବିଶ୍ୱକପରେ ମଙ୍ଗଳବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯିବ। ଭାରତର ବିଜୟ କାମନା କରି ଦେଶର ବିଭିଭନ୍ନ ସ୍ଥାନରେ ଯଜ୍ଞ,...

Advertisement
Archives

Model This Week