Posted inଫୁରସତ

ନଡ଼ା ଭଳି ସାପକୁ ଫୋପାଡୁଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ । ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କୁ ଦେଖିବାକୁ ମିଳୁଛି। ବ୍ୟକ୍ତି ଜଣକ ରାସ୍ତାରେ ଚାଲୁଥିବା ଗୁଡାଏ ସାପକୁ ନିଜ ହାତରେ ଉଠାଇ ନଡ଼ାଭଳି ତଳକୁ ପକାଉଛନ୍ତି। ଯାହାକୁ ଦେଖିଲେ ଲାଗିବ ଯେପରି ସେ ଏ ଭୟଙ୍କର ବିଷଧର ସାପକୁ ଭୟ କରୁ ନାହାନ୍ତି। କିମ୍ବା ସେଗୁଡ଼ିକୁ ଜାଣନ୍ତି ନାହିଁ। ଭିଡିଓଟି ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରାଯାଇଛି। ଯାହା ଭାଇରାଲ ହେଉଛି।

https://www.instagram.com/reel/CisgVXHo4vh/?igshid=YmMyMTA2M2Y=


Enter your email to get our daily news in your inbox.

All Right Reserved By Dharitri.Com

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ସର୍ବୋଚ୍ଚ ସ୍ତରରେ ସମୁଦ୍ରର ଉଷ୍ମତା

ପୃଥିବୀ ଏବେ ଏକ ବଡ଼ ଜଳବାୟୁ ସଙ୍କଟ ଦେଇ ଗତି କରୁଛି। ୟୁରୋପୀୟ ଜଳବାୟୁ ସଂସ୍ଥା ‘କୋପରନିକସ’ର ସୂଚନା ଅନୁଯାୟୀ, ସମୁଦ୍ରଗୁଡ଼ିକର ତାପମାତ୍ରା ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri