Posted inଫୁରସତ

ଛାତ ଉପରେ ବାଘ ଦେଖି ଭୟରେ ଥରିଲେ ବ୍ୟକ୍ତି, ଆଉ ତା’ ପରେ

ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ ମଧ୍ୟ ଡରିଯିବେ। ଜନବସତି ମଧ୍ୟରେ ବାଘକୁ ଦେଖିବାକୁ ମିଳିଛି। ଏକ ଘରର ଛାତ ଉପରେ ବାଘ ଛିିଡ଼ା ହୋଇଥିବା ବେଳେ ଦୁଇ ବ୍ୟକ୍ତି ତାହାକୁ ଦେଖି ଦୌଡ଼ୁଛନ୍ତି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୫ ଲକ୍ଷ ଟଙ୍କା ବୋନସ୍‌ ମିଳିବା ପରେ ବି କାନ୍ଦିଲେ କର୍ମଚାରୀ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୨।୧୨: ବର୍ଷ ଶେଷ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଉପଲକ୍ଷେ ବିଭିନ୍ନ କମ୍ପାନୀ କର୍ମଚାରୀଙ୍କୁ ଉପହାର ଦେବା ପାଇଁ ଘୋଷଣା କରିଛନ୍ତି।...

ସମୁଦ୍ର କୂଳରେ ଶହ ଶହ ‘ସାଣ୍ଡ୍‌ ଡଲାର୍ସ’…

ଓ୍ବାଶିଂଟନ, ୨୩।୮: ଆମେରିକାର ସମୁଦ୍ର କୂଳରେ ଶହ ଶହ ସଂଖ୍ୟାରେ ‘ସାଣ୍ଡ୍‌ ଡଲାର୍ସ’ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହା ସ୍ଥାନୀୟ ବିଶେଷଜ୍ଞମାନଙ୍କୁ ଚିନ୍ତାରେ ପକାଇଛି।...

ଅନନ୍ୟ ଅନୁଭୂତି: ଶ୍ରୀଅରବିନ୍ଦ ଆଶ୍ରମ

ପଣ୍ଡିଚେରୀ ଯାହା ଏବେ ପୁଡୁଚେରୀ ଭାବେ ପରିଚିତ। ଏଠାରେ ରହିଛି ଶ୍ରୀଅରବିନ୍ଦଙ୍କ ଆଶ୍ରମ, ଯାହାକି ଏକ ପବିତ୍ର ଆଧ୍ୟାତ୍ମିକସ୍ଥଳୀ। ଶ୍ରୀମା ଓ ଶ୍ରୀଅରବିନ୍ଦଙ୍କୁ ଏଠାରେ ଆରାଧନା...

୧ ଗ୍ରାମ୍‌ ମାଛକୁ ହୋଇଥିଲା ଟ୍ୟୁମର: ୯ ହଜାର ଖର୍ଚ୍ଚକରି ଅପରେଶନ କଲେ ମାଲିକ

ଇଂଲଣ୍ଡର ବ୍ରିଷ୍ଟୋଲସ୍ଥିତ ଭେଟ୍‌ସ ଭେଟେରିନାରି ହସ୍ପିଟାଲର ଡା. ଏକ ମାଛର ଅପରେଶନ କରି ପେଟରୁ ଟ୍ୟୁମର ବାହାର କରିଛନ୍ତି। ମାଛର ଓଜନ ୧ ଗ୍ରାମ ହେବ।...

ରେଳଧାରଣା ଭାଙ୍ଗିଥିବା ଦେଖି ଲାଲ ଶାଢ଼ୀ ହଲାଇଲେ ବୃଦ୍ଧା, ଟଳିଲା ବଡ ଦୁର୍ଘଟଣା

କେବଳ ଅଧ୍ୟୟନ ଦ୍ୱାରା ଜ୍ଞାନ ପ୍ରାପ୍ତି ହୋଇ ନ ଥାଏ। ଅନେକ ସମୟରେ ପାଠ ନ ପଢ଼ି ମଧ୍ୟ କିଛି ଲୋକ ଏଭଳି କାର୍ଯ୍ୟ କରିଥାନ୍ତି,...

୫ ବର୍ଷର ଦିବ୍ୟାଙ୍ଗ ୧୦ କିମି ଚାଲି କରୋନା ପାଇଁ ଯୋଗାଡ କଲେ ୯ କୋଟି

କରୋନା ସହାୟତା ପାଇଁ ଲୋକେ ଟଙ୍କା ଯୋଗାଡ଼ କରିବାରେ ଲାଗିପଡ଼ିଛନ୍ତି। ଏଥିପାଇଁ କିଏ ଛାତ ଉପରେ ମାରାଥନ୍‌ କରୁଛନ୍ତି ତ କିଏ ସାଇକେଲିଂ ଆଉ କିଏ...

ଇଣ୍ଟରନେଟ୍‌ର ଚମତ୍କାରିତା: ନିଖୋଜ ହେବାର ୪୦ ବର୍ଷ ପରେ ଘରକୁ ଫେରିଲେ ୯୪ ବର୍ଷୀୟା ବୃଦ୍ଧା

ଭୋପାଳ, ୨୦।୬- ଇଣ୍ଟରନେଟ୍‌ ସହିତ ଆଜିର ଯୁବ ପିଢ଼ି ପୁରା ଜଡ଼ିତ ହୋଇସାରିଛି। ଇଣ୍ଟରନେଟ୍‌ ଦ୍ୱାରା ଆମର କେତେବେଳେ ଉପକାର ହେଉଛିତ ପୁଣି ଅପକାର। କିନ୍ତୁ...

ସ୍ଲାଇଡ୍‌ ଚଢ଼ି ମଜା ନେଉଛି ଭାଲୁ, ଭିଡିଓ ଦେଖିଲେ…

ପଶୁମାନେ ପ୍ରାୟତଃ ପିଲାମାନଙ୍କ ପରି ବ୍ୟବହାର ଦେଖାଇଥାନ୍ତି। ପିଲାଙ୍କ ପରି ଏମାନେ ଥଟ୍ଟମଜା କରୁଥିବା ଦେଖିବାକୁ ମିଳେ। ବେଳେବେଳେ ସେମାନେ ପିଲାମାନଙ୍କର ଦୋଳି ଉପଭୋଗ କରିବାକୁ...

Advertisement
Archives

Model This Week