Advertisement

ଡଙ୍ଗା ଭସାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେଲେ ବ୍ୟକ୍ତି

ପାଟଣା,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟାଙ୍ଗରପଡା ପଞ୍ଚାୟତ ଝାଲିଆପଡ଼ା ଗ୍ରାମର ଜଣେ ବ୍ୟକ୍ତି ସୋମବାର ଭୋରରୁ ଗାଁ ନାଳକୁ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇବାକୁ ଯାଉଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଛନ୍ତି। ସେ ହେଲେ ଅନ୍ତର୍ଯ୍ୟାମୀ ମହାନ୍ତ(୫୬)। ତାଙ୍କ ଡାହାଣ ଆଖି ଓ ମୁଣ୍ଡରେ ଗଭୀର କ୍ଷତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକୁ ନେଇ ବିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୧୪ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତାକୁ ନେଇ ବିବାଦ ସୃଷ୍ଟି ହେବା ସହ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।...

ଚିକିତ୍ସା ପାଇଁ ଏମ୍‌ସରେ ଭର୍ତ୍ତି ହେଲେ ଶୀତଲ

ଭଦ୍ରକ ଅଫିସ, ୨୩।୬ – ୧୧ ମାସ ପୂର୍ବେ ଭଦ୍ରକ ରାହାଞ୍ଜ ଟ୍ରକ୍‌ ଦୁର୍ଘଟଣାରେ ଆହତ ହୋଇଥିବା ଶୀତଲ ସାହୁଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ...

ପୁଣି ଯାନବାହନ ଯାଞ୍ଚ: ୪୧ଜଣ ଗଣିଲେ ୧ଲକ୍ଷ ୨୭ ହଜାର ଜରିମାନା

କୋଲାବିରା,୧୯ା୮(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅଧୀନ ୪୯ନଂ. ଜାତୀୟ ରାଜପଥର ଶିରିଆପାଲି ନିକଟରେ ପରିବହନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଭାବେ ଯାନବାହନ...

ପାଣି ପାଇଁ ବିକଳ ସହରବାସୀ

ଢେଙ୍କାନାଳ ଅଫିସ, ୯।୭:  ମୁନ୍ଦାଏ ପାଣି ପାଇଁ ଏଠି ନିତି ସଂଘର୍ଷ। ପାଣି ଚିନ୍ତାରୁ ଆରମ୍ଭ ହୁଏ ସକାଳ। ବର୍ଷା ଦିନେ ବି ମିଳେନି ସମସ୍ୟାରୁ ମୁକ୍ତି।...

ପୁରୀ: ହୋଟେଲ ଶିଳ୍ପରେ ତାଲା

ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ...

ଚାଷ ଛଡାଇ ନେଲା ଚିନିକଳ: ବୁଡିବାକୁ ବସିଛି ଆଖୁଚାଷ

ନୟାଗଡ଼ ଅଫିସ,୬ା୨: ନୟାଗଡ଼ ଜିଲାର ପାରମ୍ପରିକ ଅର୍ଥକରୀ ଫସଲ ଆଖୁଚାଷ ଏବେ ବୁଡିବାକୁ ବସିଛି। କାହିଁ କେଉଁ କାଳରୁ ଏଠାକାର ଚାଷୀ ଆଖୁ ଚାଷ କରି...

୨୮ ଗାଡ଼ିମାଲିକଙ୍କ ବିରୋଧରେ ଗିରଫ ପରୱାନା

ବାଲେଶ୍ୱର ଅଫିସ, ୧୪ା୨:  ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ବାଲେଶ୍ୱର ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି...

ଆଗେଇ ପାରୁନି ଚାଷ କାମ: ଶ୍ରାବଣରେ ଜମି ପଡ଼ିଛି ଶୁଖିଲା

ବାରିପଦା ଅଫିସ,୨୩ା୭- ଶ୍ରାବଣ ମାସ ସରିବାକୁ ବସିଥିବା ବେଳେ ବର୍ଷାର ଦେଖା ନାହିଁ। ପ୍ରତିଦିନ ବର୍ଷା ଉଠାଇଛି ହେଲେ ବର୍ଷୁ ନାହିଁ। ସ୍ବଳ୍ପ ବର୍ଷା ଯୋଗୁ...

Advertisement
Archives

Model This Week