ଉପ-ରାଷ୍ଟ୍ରପତିଙ୍କ ସୁରକ୍ଷା କର୍ମୀଙ୍କ ଉନ୍ମତ୍ତ କାଣ୍ଡ, ବ୍ୟକ୍ତିଙ୍କୁ କାର୍‌ ଭିତରୁ ଟାଣି ଆଣି ରାସ୍ତାରେ ପିଟିଲେ

ଦକ୍ଷିଣ ଆଫ୍ରିକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦ. ଆଫ୍ରିକାର କେପ୍‌ ଟାଉନ,୫।୭: ଉପରାଷ୍ଟ୍ରପତିଙ୍କ ସୁରକ୍ଷା କର୍ମୀ ଦଳ ଜଣେ ବ୍ୟକ୍ତିଙ୍କୁ କାର ଭିତରୁ ଟାଣି ବିଚ୍‌ ରାସ୍ତାରେ ପିଟିଛନ୍ତି। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି।

ଭିଡିଓରେ ଦେଖିବାକୁ ମିଳୁଛି ଯେ, ସୁରକ୍ଷା ଅଧିକାରୀ ଉକ୍ତ ବ୍ୟକ୍ତିଙ୍କୁ ଦଳବଦ୍ଧ ହୋଇ ମାଡ ମାରୁଛନ୍ତି। ଯାହା ପରେ ବ୍ୟକ୍ତି ରାସ୍ତାରେ ଅଚେତ ହୋଇପଡିଛନ୍ତି। ଏହି ଭିଡିଓ ଇଣ୍ଟରନେଟରେ ଭାଇରାଲ ହେବା ପରେ ସାରା ଦେଶରେ ଅସନ୍ତୋଷ ଦେଖାଦେଇଛି।

ସୂଚନାଯୋଗ୍ୟ, ଏହି ସମସ୍ତ ଅଧିକାରୀ ଦକ୍ଷିଣ ଆଫ୍ରିକାର ଉପରାଷ୍ଟ୍ରପତି ପଲ ମାସାଟାଇଲଙ୍କ ସୁରକ୍ଷା କର୍ମୀ। ଏନେଇ ପଲ ମିସାଟାଇଲଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଭିଡିଓରେ ପଲ ମାସାଟାଇଲ ଦୃଶ୍ୟମାନ ହେଉନାହାନ୍ତି। ସ୍ବତନ୍ତ୍ର ପୋଲିସ ଯାଞ୍ଚ ନିର୍ଦ୍ଦେଶାଳୟ ଏହି ମାମଲାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri