ଗାଡ଼ି କିଣି ବନ୍ଧାହେଲେ ବ୍ୟକ୍ତି…

ପଦ୍ମପୁର,୫।୯(ଡି.ଏନ୍‌.ଏ.): ଗାଡ଼ି କିଣିଥିବା ବ୍ୟକ୍ତିଙ୍କ ସହ ବିକିଥିବା ବ୍ୟକ୍ତିଙ୍କୁ ବାନ୍ଧିଲା ପୋଲିସ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଞ୍ଚଳରେ। ନାୟକାଣିଡିହୀ ପୋଲିସ ଗାଡ଼ି ଚୋର ଓ ଗାଡ଼ି କିଣିଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। କରଞ୍ଜ ଆଡ଼ିଆ ଗ୍ରାମର ପଞ୍ଚାନନ ବଳ ଗାଡ଼ି ଚୋରି କରି ବାଲିମୁଣ୍ଡା ଅଞ୍ଚଳରେ ମହାଦେବ ଓଝାଙ୍କୁ ବିକ୍ରି କରିଥିଲେ। ରବିବାର ପୋଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ ନେଇ ଥାନାରେ ୨୨୧/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ : ବାଇକଚାଳକ ମୃତ

ଅନୁଗୋଳ ଅଫିସ,୮।୮: ଅନୁଗୋଳ ସହର ଉପକଣ୍ଠ ହୁଲୁରିସିଂହା ପୋଲ ନିକଟରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଅନୁଗୋଳରୁ ବେପାର ସାରି ରନ୍ତଲେଇ...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ

ବଇଣ୍ଡା,୪।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ବୁଧବାର ଭିଜିଲାନ୍ସ ବିଭାଗ...

ଛାତ୍ରୀ ନିବାସର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଜୟପୁର,୧୨।୨(ଡି.ଏନ୍‌.ଏ.) – ଜୟପୁର ବ୍ଲକ ବାମୁଣିପୁଟରେ ମଙ୍ଗଳ ବିଭାଗର ବିଦ୍ୟାଳୟ ଓ ଜୁନିୟର କଲେଜ ରହିଛି। କିନ୍ତୁ ଏହି ବିଦ୍ୟାଳୟର ଜୁନିୟର ମହାବିଦ୍ୟାଳୟ ପାଇଁ ନିର୍ମାଣ...

କରୋନାରେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ହିଞ୍ଜିଳିକାଟୁ,୧୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପ୍ରେସ୍‌ କ୍ଲବର ସଭାପତି ତଥା ଖବରଦାତା ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ଶନିବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ କିମ୍ସ କୋଭିଡ୍‌ ହସ୍ପିଟାଲରେ ପରଲୋକ ଘଟିଛି।...

ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ସମେତ ୫ ଗିରଫ

ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର (ଡି.ଏନ.ଏ.),୨୪।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷ ଜେଲ୍‌ରୁ ମୁକୁଳିବା ପରେ ସହଯୋଗୀଙ୍କ ସହିତ ମିଶି ସୋମବାର ସନ୍ଧ୍ୟାରେ ଡକାୟତି...

ଆଠମଲ୍ଲିକ ସହର ରାସ୍ତା ବିପର୍ଯ୍ୟସ୍ତ

ଆଠମଲ୍ଲିକ, ୨୮|୨(ଡି.ଏନ.ଏ.) – ଆଠମଲ୍ଲିକ ସହରରେ ବିଭିନ୍ନ ସ୍ଥାନରେ ରାସ୍ତା ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଦୀର୍ଘ ଦିନ ହେଲା ଏଗୁଡିକର ମରାମତି କରାଯାଉ ନ ଥିବାରୁ...

ସରିଲା ଦଶମ ସମେଟିଭ ଥିଓରି

କଟକ ଅଫିସ, ୮ା୧: ଦଶମ ସମେଟିଭ ଥିଓରି ପରୀକ୍ଷା ଶୁକ୍ରବାର ଶେଷ ହୋଇଛି। ରାଜ୍ୟର ୩୦୯୩ କେନ୍ଦ୍ରରେ ୩ ଦିନ ଧରି ଏହି ପରୀକ୍ଷା ହୋଇଥିଲା।...

ଗ୍ୟାସ୍‌ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧. ୩୧ ଲକ୍ଷ ଟଙ୍କା

ସୋର, ୧ା୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ମୁଳିସିଂ ରାସ୍ତା ଲେଭଲକ୍ରସିଂ ନିକଟରେ ଗୁରୁବାର ରାତିରେ ୩ଜଣ ଗ୍ୟାସ୍‌ କର୍ମଚାରୀ ଗୋଦାମରେ ଗାଡ଼ି ରଖି...

Advertisement
Archives

Model This Week