Posted inଫୁରସତ

କୁମ୍ଭୀର ଆଁରୁ ଜୀବନ ନେଇ ଧାଇଁଲେ ବ୍ୟକ୍ତି, ଭିଡିଓ ଭାଇରଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ କୁମ୍ଭୀର ଥିବା ଜଳାଶୟରେ ଜଣେ ବ୍ୟକ୍ତି ଗାଧୋଉଥିବା ଦେଖିବାକୁ ମିଳୁଛି। ପରେ କୁମ୍ଭୀର ବ୍ୟକ୍ତିଙ୍କୁ କାମୁଡି ଦେଉଥିବା ବେଳେ ସେ ତାଙ୍କ ଜୀବନ ନେଇ ଉପରକୁ ଆସିଛନ୍ତି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଦୁନିଆର ସମସ୍ୟା ହେଉଛି ଯେତେବେଳେ ବୁଦ୍ଧିମାନ ଲୋକମାନେ ସନ୍ଦେହରେ ପରିପୂର୍ଣ୍ଣ …
ମୁର୍ଖମାନେ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ। ’। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri