Posted inଫୁରସତ

କୁମ୍ଭୀର ଆଁରୁ ଜୀବନ ନେଇ ଧାଇଁଲେ ବ୍ୟକ୍ତି, ଭିଡିଓ ଭାଇରଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ କୁମ୍ଭୀର ଥିବା ଜଳାଶୟରେ ଜଣେ ବ୍ୟକ୍ତି ଗାଧୋଉଥିବା ଦେଖିବାକୁ ମିଳୁଛି। ପରେ କୁମ୍ଭୀର ବ୍ୟକ୍ତିଙ୍କୁ କାମୁଡି ଦେଉଥିବା ବେଳେ ସେ ତାଙ୍କ ଜୀବନ ନେଇ ଉପରକୁ ଆସିଛନ୍ତି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଦୁନିଆର ସମସ୍ୟା ହେଉଛି ଯେତେବେଳେ ବୁଦ୍ଧିମାନ ଲୋକମାନେ ସନ୍ଦେହରେ ପରିପୂର୍ଣ୍ଣ …
ମୁର୍ଖମାନେ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ। ’। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ବିମାନରେ ମାରପିଟ

ସାନ୍‌ ଫ୍ରାନ୍ସିସ୍କୋ: ସାମ୍ପ୍ରତିକ ସମୟରେ ବିମାନରେ ଯାତ୍ରା କରିବାବେଳେ ଯାତ୍ରୀଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ଲାଗିବାର ଅନେକ ଖବର ସାମ୍‌ନାକୁ ଆସିଛି। ସୋସିଆଲ ମିଡିଆର ଯୁଗ...

ହେଲିକପ୍ଟର ଭିତରେ ଅନନ୍ୟ ହୋଟେଲ: ଏଥିରେ ଯାହା ସବୁ ରହିଛି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଆପଣ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳେ ସ୍ଥାନ କିମ୍ବା ହୋଟେଲରେ ରହିବାକୁ ଚାହାନ୍ତି। ଯାହାର ଆଖପାଖ ପରିବେଶ ଆରାମଦାୟକ ହୋଇଥିବା ଦରକାର। ମାତ୍ର ସବୁବେଳେ...

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ...

ଆକାଶରୁ ଅଚାନକ ହେଲା ମାଛ ବର୍ଷା: ଆଉ ତା’ପରେ…

ତେହେରାନ: ଅନେକ ସମୟରେ ବର୍ଷା ହେଉଥିବାବେଳେ ଆକାଶରୁ କୁଆପଥର ଖସିଥାଏ। ଏହାକୁ କୁଆପଥର ବର୍ଷା କୁହାଯାଏ। ତେବେ ସେହିପରି ଭାବେ ଆକାଶରୁ ଅଚାନକ ମାଛ ବର୍ଷା...

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍‌ଟପ୍‌: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍‌ ଉଡିଲା

ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍‌ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ...

ପିଜା ଖାଇବାକୁ ବିମାନ ବୁକ୍‌ କରି ବିଦେଶରେ ପହଞ୍ଚିଲେ ଯୁବତୀ

ବାସ୍ତାବରେ ଧନୀମାନଙ୍କର ପରିଭାଷା କ’ଣ? ଏହାର ଅର୍ଥ ହେଲା ଧନୀଙ୍କ ପାଖରେ ଅର୍ଥର ଅଭାବ ନ ଥାଏ। ତେଣୁ ମନ ଯାହା ଚାହେଁ, ତାହା କରିଦିଅନ୍ତି।...

ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ

ୱାଶିଂଟନ୍‌: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା...

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri