ଜଙ୍ଗଲକୁ ଯାଇଥିଲେ ବ୍ୟକ୍ତି, ଘରକୁ ଫେରିଲା ମୃତଦେହ

କେନ୍ଦୁଝର,୯।୧୧(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ବାଲି ପୋଖରୀ ସଂରକ୍ଷିତ ଜଙ୍ଗଲରେ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ଜଳଧର (୫୦) ଓ ଘର୍‌ ହାତୀନୋଟା ଗ୍ରାମରେ ବୋଲି ଜଣା ପଡିଛି। ମଙ୍ଗଳବାର ସକାଳେ ପାଖ ଜଙ୍ଗଲକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଥିଲା। ଖବରପାଇ ବନ ବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି ଘଟଣାର ଅନୁଧ୍ୟାନ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି

କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି...

ଜଳୁଛି ଶିମିଳିପାଳ

ବାରିପଦା ଅଫିସ, ୫।୩: ସବୁଜ ବନାନୀରେ ଆଚ୍ଛାଦିତ ପ୍ରକୃତି ସୁନ୍ଦରୀ ଶିମିଳିପାଳ ଏବେ ନିଆଁ କବଳରେ। କ୍ରମାଗତ ମାସେ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଅଁା ଲାଗୁଥିବା...

ଜାତୀୟ ପତାକାକୁ ଅସମ୍ମାନ କରି ପିଇଓ ଗିରଫ

ଗୋପ/କୋଣାର୍କ,୧୩।୧(ଡି.ଏନ୍‌.ଏ.): ଭାରତର ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗରେ କୋଣାର୍କ ଥାନା ପୋଲିସ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ...

ଡ୍ୟାମ୍‌ରୁ ମିଳିଲା ମୃତଦେହ: ଭାଇ କହୁଛି ମୋ’ ଭଉଣୀ, ମୋ ସ୍ତ୍ରୀ ନୁହେଁ କହିଲେ ସ୍ବାମୀ

ଝାରସୁଗୁଡ଼ା ଅଫିସ,୨୩ା୭: ଲଖନପୁର ଥାନା ବଳଣ୍ଡା ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ଜଳଭଣ୍ଡାରରେ ମୃତଦେହ ଭାସୁଥିବା ଦେଖି...

ଟ୍ରକ୍‌ ଚାଳକଙ୍କୁ ଆକ୍ରମଣ କରି ଲୁଟ୍‌: ୨ ଭାଇ ଗିରଫ

ବଡ଼ବିଲ,୧୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦାଠାରେ ଦୁଇଜଣ ଟ୍ରକ ଚାଳକଙ୍କୁ ଆକ୍ରମଣ କରି ଟଙ୍କା ଲୁଟିବା ଅଭିଯୋଗରେ ପୋଲିସ ଦୁଇ ଅଭିଯୁକ୍ତ ଭାଇଙ୍କୁ...

ଯାଜପୁର ସିମେଣ୍ଟ କାରଖାନାରେ ଉତ୍ତେଜନା

କଳିଙ୍ଗନଗର, ୨।୧୦(ଡି.ଏନ.ଏ.): କଳିଙ୍ଗନଗର ଶଳ୍ପାଞ୍ଚଳର ଯାଜପୁର ସିମେଣ୍ଟ (ସାଗର ସିମେଣ୍ଟ୍‌) କାରଖାନାରେ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ୩ ମାସର ବକେୟା ଦରମା ଦାବିରେ ଶ୍ରମିକ...

ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍‌

ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା...

ଚୂନରା ସେବାୟତଙ୍କ ଜୀବନ ବୀମା ନାହିଁ

ପୁରୀ ଅଫିସ,୨୫।୭: ଚୂନରା ସେବାୟତ ପ୍ରତିଦିନ ଜୀବନକୁ ବାଜି ଲଗାଇ ଶ୍ରୀମନ୍ଦିର ଉପରକୁ ଚଢ଼ି ବାନା ଲଗାଇଥାନ୍ତି। ସେହିପରି ରତ୍ନବେଦି ଉପରକୁ ପ୍ରାୟ ୪୦ ଫୁଟ୍‌...

Advertisement
Archives

Model This Week