ଏମିତି ସ୍ତ୍ରୀ ଥିବା ବ୍ୟକ୍ତି ହୁଅନ୍ତି ଭାଗ୍ୟବାନ

ସୁଖରେ ଜୀବନ କାଟିବା ପାଇଁ ମଣିଷ ଅନେକ କିଛି ଖୋଜିଥାଏ। ମାତ୍ର ଯଦି ଭଲ ଏବଂ ଖରାପ ବିଷୟରେ କୌଣସି ଜ୍ଞାନ ନାହିଁ, ତେବେ ମଣିଷ ଖୁସିରେ ରୁହେ ନାହିଁ। ଚାଣକ୍ୟ ତାଙ୍କ ଶ୍ଳୋକ ମାଧ୍ୟମରେ ଏପରି ୬ଟି ବିଷୟ ଉଲ୍ଲେଖ କରିଛନ୍ତି, ଯାହା ପାଖରେ ଏସବୁ ଥିବ ସେମାନେ ଭାଗ୍ୟବାନ । ଜାଣନ୍ତୁ ସେ ସମ୍ପର୍କରେ …

> ଚାଣକ୍ୟ ତାଙ୍କ ଶ୍ଳୋକରେ କହିଛନ୍ତି ଭଲ ଖାଦ୍ୟ ଖାଉଥିବା ବ୍ୟକ୍ତି ଭାଗ୍ୟବାନ, ଏହା ଉନ୍ନତ ଜୀବନର ପରିଚୟ।

> ଭଲ ଖାଦ୍ୟ ସହିତ ଏହାକୁ ହଜମ କରିବାର ଶକ୍ତି ରହିବା ମଧ୍ୟ ଭଲ। ଏହା ସୁସ୍ଥ ଜୀବନ ପାଇଁ ଆବଶ୍ୟକ।

>ଚାଣକ୍ୟ କହିଛନ୍ତି, ଜଣେ ବୁଦ୍ଧିମାନ ଏବଂ ଦକ୍ଷ ମହିଳା ପାଖରେ ଥିବା ଭାଗ୍ୟର କଥା। ଯେଉଁ ମହିଳାଙ୍କ ପାଖରେ ଏହି ଗୁଣ ଅଛି ତାଙ୍କ ଘର ସ୍ବର୍ଗ ପରି।

> ମଣିଷ ଭିତରେ କାମଶକ୍ତି ରହିବା ଏକ ଭଲ କଥା, କିନ୍ତୁ ସେହି ସମୟରେ ଯଦି ସେମାନେ ଏହାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ତେବେ ଏହା ନଷ୍ଟ ହୋଇଯାଇଥାଏ ବୋଲି ଚାଣକ୍ୟ କହିଛନ୍ତି।

> ସମସ୍ତଙ୍କର ଟଙ୍କା ନାହିଁ ଏବଂ ଯେଉଁମାନଙ୍କ ପାଖରେ ଅଛି ସେମାନେ ଭାଗ୍ୟବାନ। କିନ୍ତୁ ଯଦି ଅର୍ଥର ଉପଯୁକ୍ତ ବ୍ୟବହାର ନ ହୁଏ , ତେବେ ସେତେବେଳେ ଏକ ସୁଖମୟ ଜୀବନ ଦୁଃଖରେ ପରିଣତ ହୁଏ।

> ଜଣେ ବ୍ୟକ୍ତିର ଦାନ ପ୍ରକୃତି ରହିବା ଭଲ ବୋଲି ବିବେଚନା କରାଯାଏ। ଅନେକ ଲୋକଙ୍କ ପାଖରେ ଟଙ୍କା ଅଛି। କିନ୍ତୁ କେହି କେହି ଏହାକୁ ଯତ୍ନର ସହ ରଖନ୍ତି ଏବଂ କେହି କେହି ଏହାକୁ ଠିକ୍‌ ସମୟରେ ବ୍ୟବହାର କରନ୍ତି ନାହିଁ । ଦାନ କରିବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri