ଏମିତି ସ୍ତ୍ରୀ ଥିବା ବ୍ୟକ୍ତି ହୁଅନ୍ତି ଭାଗ୍ୟବାନ

ସୁଖରେ ଜୀବନ କାଟିବା ପାଇଁ ମଣିଷ ଅନେକ କିଛି ଖୋଜିଥାଏ। ମାତ୍ର ଯଦି ଭଲ ଏବଂ ଖରାପ ବିଷୟରେ କୌଣସି ଜ୍ଞାନ ନାହିଁ, ତେବେ ମଣିଷ ଖୁସିରେ ରୁହେ ନାହିଁ। ଚାଣକ୍ୟ ତାଙ୍କ ଶ୍ଳୋକ ମାଧ୍ୟମରେ ଏପରି ୬ଟି ବିଷୟ ଉଲ୍ଲେଖ କରିଛନ୍ତି, ଯାହା ପାଖରେ ଏସବୁ ଥିବ ସେମାନେ ଭାଗ୍ୟବାନ । ଜାଣନ୍ତୁ ସେ ସମ୍ପର୍କରେ …

> ଚାଣକ୍ୟ ତାଙ୍କ ଶ୍ଳୋକରେ କହିଛନ୍ତି ଭଲ ଖାଦ୍ୟ ଖାଉଥିବା ବ୍ୟକ୍ତି ଭାଗ୍ୟବାନ, ଏହା ଉନ୍ନତ ଜୀବନର ପରିଚୟ।

> ଭଲ ଖାଦ୍ୟ ସହିତ ଏହାକୁ ହଜମ କରିବାର ଶକ୍ତି ରହିବା ମଧ୍ୟ ଭଲ। ଏହା ସୁସ୍ଥ ଜୀବନ ପାଇଁ ଆବଶ୍ୟକ।

>ଚାଣକ୍ୟ କହିଛନ୍ତି, ଜଣେ ବୁଦ୍ଧିମାନ ଏବଂ ଦକ୍ଷ ମହିଳା ପାଖରେ ଥିବା ଭାଗ୍ୟର କଥା। ଯେଉଁ ମହିଳାଙ୍କ ପାଖରେ ଏହି ଗୁଣ ଅଛି ତାଙ୍କ ଘର ସ୍ବର୍ଗ ପରି।

> ମଣିଷ ଭିତରେ କାମଶକ୍ତି ରହିବା ଏକ ଭଲ କଥା, କିନ୍ତୁ ସେହି ସମୟରେ ଯଦି ସେମାନେ ଏହାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ତେବେ ଏହା ନଷ୍ଟ ହୋଇଯାଇଥାଏ ବୋଲି ଚାଣକ୍ୟ କହିଛନ୍ତି।

> ସମସ୍ତଙ୍କର ଟଙ୍କା ନାହିଁ ଏବଂ ଯେଉଁମାନଙ୍କ ପାଖରେ ଅଛି ସେମାନେ ଭାଗ୍ୟବାନ। କିନ୍ତୁ ଯଦି ଅର୍ଥର ଉପଯୁକ୍ତ ବ୍ୟବହାର ନ ହୁଏ , ତେବେ ସେତେବେଳେ ଏକ ସୁଖମୟ ଜୀବନ ଦୁଃଖରେ ପରିଣତ ହୁଏ।

> ଜଣେ ବ୍ୟକ୍ତିର ଦାନ ପ୍ରକୃତି ରହିବା ଭଲ ବୋଲି ବିବେଚନା କରାଯାଏ। ଅନେକ ଲୋକଙ୍କ ପାଖରେ ଟଙ୍କା ଅଛି। କିନ୍ତୁ କେହି କେହି ଏହାକୁ ଯତ୍ନର ସହ ରଖନ୍ତି ଏବଂ କେହି କେହି ଏହାକୁ ଠିକ୍‌ ସମୟରେ ବ୍ୟବହାର କରନ୍ତି ନାହିଁ । ଦାନ କରିବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?