ଘରୁ ଡ଼ାକି ନେଇ ମାରି ଜାଳିଦେଲେ ମାଓବାଦୀ

ମାଲକାନଗିର,(ଡି.ଏନ୍‌.ଏ.): ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ।ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ମହୁପଦର ଅଞ୍ଚଳର କେରିମିଟି ଗାଁ ରେ । ମୃତକ ଜଣକ ହେଉଛନ୍ତି ଆନନ୍ଦ। ଗତ ଗୁରୁବାର ଆନନ୍ଦକୁ ମାଓବାଦୀ ନିଜ ଦଳଦଳି ଗାଁରୁ ଡାକିନେଇ ଥିଲେ। ଶୁକ୍ରବାର ନିସ୍ତୁକ ମାଡ଼ ମାରିବା ସହ ଶନିବାର ପ୍ରଜକୋର୍ଟ କରି ମୃତ୍ୟୁଦଣ୍ଡ ଦେଇଥିଲେ। ମାରିବା ପରେ ମୃତଦେହଟିକୁ ଜାଳି ଦେଇଥିବା ସୂଚନା ମିଳୁଛି। ପୋଲିସ ଏହି ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଅନୁଧ୍ୟାନ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଜିମାଇଲ ଜମି ଉପରେ ବିଜୁ ପକ୍କାଘର ନିର୍ମାଣ ଅଭିଯୋଗ:ତ୍ରୁଟିପୂର୍ଣ୍ଣ ପଟ୍ଟା ଦେଇ ସରକାରୀ ଅର୍ଥ ହଡ଼ପ

ରସୁଲପୁର,୧୩ା୧(ଡିଏନଏ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାରେ ବାସହୀନଙ୍କୁ ଗୃହ ଯୋଗାଇ ଦିଆଯାଉଛି। ତେବେ ଏ ନେଇ ରହିଥିବା...

ମରାମତି ଅପେକ୍ଷାରେ ୮୪ ବିଦ୍ୟାଳୟ

ବାସୁଦେବପୁର, ୧୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଥିବା ବିଭିନ୍ନ ବିଦ୍ୟାଳୟ ଅବହେଳିତ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ କେଉଁଠି ବିଦ୍ୟାଳୟର କାନ୍ଥ...

‘ମଣ୍ଡାପିଠାର ମଜା’ ବାଟ ଦେଖାଇଲା

ସିମୁଳିଆ, ୫ା୮(ସନ୍ତୋଷ କୁମାର ନାୟକ): ଗାଁ ମାଟିର ବାସ୍ନା, ପାଣି ପବନର ଆକର୍ଷଣ ତାଙ୍କ ଜୀବନକୁ ପରିଷ୍‌ୃଷ୍ଟ କରିଛି। ଗ୍ରାମୀଣ ପରିବେଶରେ ଶିକ୍ଷାଲାଭ, ଶିକ୍ଷକ ଓ...

ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର...

ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ଲେଫ୍ରିପଡା,୧୦।୧(ଡି.ଏନ.ଏ) -ସୁନ୍ଦରଗଡ ଜିଲା ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ରାଜବାହାଲ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ। ଏହା ଦୁର୍ଗମ ପାହାଡି ଅଞ୍ଚଳରେ ରହିଥିବା ବେଳେ...

ପାଇକମାଳ ଅଞ୍ଚଳରେ ମାଓବାଦୀ ପୋଷ୍ଟର

ବରଗଡ଼ ଅଫିସ,୧।୧୨: ବରଗଡ଼ ଜିଲା ପାଇକମାଳ ଅଞ୍ଚଳରେ ଦୀର୍ଘଦିନ ବ୍ୟବଧାନ ପରେ ପୁଣି ମାଓବାଦୀ ଗତିବିଧି ପରିଲକ୍ଷିତ ହୋଇଛି। ରବିବାର ପାଇକମାଳ-ନୂଆପଡ଼ା ରାସ୍ତା ପାଶର୍‌ବରେ ରହିଥିବା...

ଗୟଳ ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ସଜନାଗଡ଼,୧୮।୫(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଲ୍‌ଡ଼ିହା ଅଭୟାରଣ୍ୟ ରେଞ୍ଜରେ ଶନିବାର ସକାଳେ କୁଲ୍‌ଡ଼ିହା ବିଟ୍‌ରେ କାର୍ଯ୍ୟରତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ ଗୟଳ ଆକ୍ରମଣରେ...

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର...

Advertisement
Archives

Model This Week