୨୭ ଜଣଙ୍କୁ ପ୍ରଜାକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଲେ ମାଓବାଦୀ

ଗୁଡ଼ାରି/ରାୟଗଡ଼ା ଅଫିସ,୧୯ା୩: ରାୟଗଡ଼ା ଜିଲା ଗୁଡ଼ାରିରେ ଶୁକ୍ରବାର ମାଓବାଦୀ ନାମରେ ୨ଟି ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟରଟି ସ୍ଥାନୀୟ ବଂଶଧାରା ନଦୀ ବ୍ରିଜ୍‌(ବାଇନାଗୁଡ଼ା ଛକ) ନିକଟରେ ଲଗାଯାଇଛି। ଏଥିରେ ଅଞ୍ଚଳର ୨୭ ଜଣ ରାଜନେତା, ସରକାରୀ କର୍ମଚାରୀ, ପୂର୍ବତନ ସରପଞ୍ଚଙ୍କ ନାମ ଉଲ୍ଲେଖ କରାଯାଇ ତାଙ୍କୁ ମାର୍ଚ୍ଚ ୨୦ରେ ପ୍ରଜାକୋର୍ଟରେ ହାଜର ନିମନ୍ତେ କୁହାଯାଇଛି। ସିପିଆଇ(ମାଓବାଦୀ) ବା. ଘୁ. ନା. ଡିଭିଜନାଲ କମିଟି ପୋଷ୍ଟରରେ ଲେଖାହୋଇଛି। ଉପରୋକ୍ତ ୨୭ ଜଣଙ୍କୁ ପୋଲିସ ସୂଚନାଦାତା ସନ୍ଦେହ କରାଯାଇ ପ୍ରଜାକୋର୍ଟରେ ହାଜର ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଖବର ପାଇ ଗୁଡ଼ାରି ପୋଲିସ ପୋଷ୍ଟର ଦ୍ୱୟକୁ ଜବତ କରିଛି। ଏଭଳି ପୋଷ୍ଟରକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ସନ୍ଦେହ ପ୍ରକାଶ ପାଇଛି। ଅନ୍ୟପକ୍ଷେ ଏହା ପଛରେ ମାଓବାଦୀ କିମ୍ବା ଆଉ କାହାର ହାତ ରହିଛି, ସେ ନେଇ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସଭାରେ ଭାଜପାର ଗଣ୍ଡଗୋଳ ପ୍ରସଙ୍ଗ: ଜ୍ୟୋତିରଞ୍ଜନ, ଦେବାଶିଷ ଦଳରୁ ନିଲମ୍ବିତ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): କଟକ ନଗର ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ଗତ ରବିବାର ବିବାଦ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଟାଉନ ହଲଠାରେ ନଗର ଭାଜପାର ସଭ୍ୟ ସଂଗ୍ରହ...

କୁକୁଡ଼ା ଫାର୍ମରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ହାଟଡିହୀ,୨୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ବଡ଼ରମ୍ପାସ ଗ୍ରାମଠାରୁ ଅନତି ଦୂରରେ ଅବସ୍ଥିତ କେନାଲ ନିକଟ ଏକ କୁକୁଡ଼ା ଫାର୍ମରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ...

ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍‌ ଭାବେ ଏହି...

ରୁମାଗଡ଼ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲା ଜିଲା ପ୍ରଶାସନ

ପୋଲସରା,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ରୁମାଗଡ଼ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରିଛି ଜିଲା ପ୍ରଶାସନ। ଉକ୍ତ ଗ୍ରାମରେ ଜଣେ ମହିଳାଙ୍କ...

୧୦୭୮ ପଜିଟିଭ୍‌ ଚିହ୍ନଟ ପାଇଁ ଲାଗିଥିଲା ୬୫ ଦିନ: ଏବେ ଗୋଟିଏ ଦିନରେ ସେତିକି; ଏହି ୪ ଜିଲାକୁ ଛୁଇଁଲା ୪ ଅଙ୍କ

ଭୁବନେଶ୍ୱର,୨୧/୭(ବ୍ୟୁରେ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ବୁଧବାର ସବୁ ରେକର୍ଡ ଭାଙ୍ଗି ଗୋଟିଏ ଦିନରେ ୧୦୭୮ ନୂଆ ପଜିଟିଭ୍‌...

୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨୮ା୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗ୍ରୀଷ୍ମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଗତ କିଛିଦିନ ହେବ ପ୍ରବଳ ଖରା ସମଗ୍ର ରାଜ୍ୟକୁ ଉତ୍ତପ୍ତ...

ତଦନ୍ତ ତଥ୍ୟକୁ ଘଣ୍ଟ ଘୋଡ଼ାଉଛି ପ୍ରଶାସନ

ପୁରୀ ଅଫିସ,୮।୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ୍‌ ରଘୁବୀର ଦାଶ କମିଶନଙ୍କ ତଦନ୍ତକୁ ନେଇ କୌଣସି ସୂଚନା ଦେବାକୁ ଜିଲା ପ୍ରଶାସନ ମନା...

ହାତୀ ଉପଦ୍ରବ, ଲୋକେ ଆତଙ୍କିତ

କେନ୍ଦୁଝର,୩ା୧୦(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ବିଭିନ୍ନ ଜଙ୍ଗଲରେ ୬୦ ଟି ହାତୀ ବୁଲୁଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ହୋଇପଡ଼ିଛନ୍ତି।...

Advertisement
Archives

Model This Week