Posted inଜାତୀୟ

ନିଖୋଜ କମାଣ୍ଡୋଙ୍କ ଫଟୋ ଛାଡିଲେ ମାଓବାଦୀ

ବିଜାପୁର,୭।୪: ଛତିଶଗଡର ବସ୍ତର ଅଞ୍ଚଳରେ ଶନିବାର ଏନ୍‌କାଉଣ୍ଟର ବେବେଳ ନିଖୋଜ ହୋଇଥିବା କୋବ୍ରା କମାଣ୍ଡୋ ରାକେଶ୍ୱର ସିଂ ମନ୍‌ହାସ ମାଓବାଦୀମାନଙ୍କ କବ୍‌ଜାରେ ରହିଛନ୍ତି। ବୁଧବାର ମାଓବାଦୀ ସୋସିଆଲ ମିଡିଆ ମାଧ୍ୟମରେ ରାକେଶ୍ୱର ସିଂଙ୍କ ଫଟୋ ଶେୟାର କରିଛନ୍ତି। ଫଟୋ ରାକେଶ୍ୱର ବସି କିଛି କହଥିବା ଦେଖାଯାଇଛି। ଏହାପୂର୍ବରୁ ରାଜ୍ୟ ସରକାର ତାଙ୍କ ମୁକ୍ତି ପାଇଁ ମଧ୍ୟସ୍ଥ ନିଯୁକ୍ତ କରନ୍ତୁ ବୋଲି ମାଓବାଦୀମାନେ ପ୍ରସ୍ତାବ ଦେଇଛନ୍ତି। ସୂଚନାଯୋଗ୍ୟ, ବିଜାପୁର-ସୁକ୍‌ମା ମଧ୍ୟବର୍ତ୍ତୀ ଜଙ୍ଗଲରେ ହୋଇଥିବା ଏନ୍‌କାଉଣ୍ଟରରେ ୨୨ ଯବାନ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ଲକ୍ଷରୁ ଉର୍ଦ୍ଧ୍ୱ ଆଶାକର୍ମୀ ସମ୍ମାନିତ

ନୂଆଦିଲ୍ଲୀ,୨୩।୫: ସ୍ବାସ୍ଥ୍ୟସେବା ନେଇ ଲୋକଙ୍କ ସହ ସମ୍ପର୍କରେ ରହିଥିବା ଭାରତର ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଆଶାକର୍ମୀଙ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ଲୋବାଲ ହେଲ୍‌ଥ...

ଦିବ୍ୟାଙ୍ଗ ଝିଅ ପାଇଁ ପିତା ତିଆରି କଲେ ମା‘ ରୋବୋଟ…

ପଣଜୀ, ୨୫।୯ : ଅସୁସ୍ଥ ସ୍ତ୍ରୀଙ୍କ ଦ୍ୱାରା ଦିବ୍ୟାଙ୍ଗ ଝିଅଙ୍କୁ ଖାଇବାକୁ ଦେବାରେ ସମସ୍ୟା ଉପୁଜିବାରୁ ଗୋଆର ବିପିନ କଦାମ ନାମକ ଜଣେ ବ୍ୟକ୍ତି ମା’...

ସହଯୋଗୀଙ୍କୁ ଚାପୁଡା ମାରିଲେ ସିଦ୍ଧରମୈୟା

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ସଙ୍କଟମୋଚକ କୁହାଯାଉଥିବା ଡି.କେ. ଶିବକୁମାରଙ୍କ ଗିରଫ ହେବାପରେ ଦଳକୁ ଶକ୍ତ ଝଟକା ଲାଗିଛି। ଏହି ସମୟରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା...

‘୩ କୋଟି ଲୋକଙ୍କୁ ମିଳିବ ମାଗଣା ଟିକା’

ନୂଆଦିଲ୍ଲୀ୧୧।୧: ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ ମାଗଣାରେ ମିଳିବ କରୋନା ଟିକା।...

ଆପାଚେ ହେଲିକପ୍ଟରର ଏମରଜେନ୍ସି ଲ୍ୟାଣ୍ଡିଂ

ଭିଣ୍ଡ,୨୯।୫: ମଧ୍ୟ ପ୍ରଦେଶ ଭିଣ୍ଡ ଜିଲାର ଜଖମୌଲି ଅଞ୍ଚଳରେ ବାୟୁସେନାର ଆପଚେ ହେଲିକପ୍ଟରକୁ ସୋମବାର ଏମରଜେନ୍ସି ଲ୍ୟାଣ୍ଡିଂ କରାଯାଇଛି। ଭାରତୀୟ ବାୟୁସେନାର ଅଧିକାରୀଙ୍କ ସୂଚନା ଅନୁଯାୟୀ,...

ନିଆଁରେ ନଷ୍ଟ ହେଲା ୨୫ ଲକ୍ଷର ଟିକା

ଇନ୍ଦୋର, ୧୮ା୫: ଦେଶରେ କରୋନା ଟିକା ଅଭାବ ଦେଖାଦେଇଥିବାବେଳେ ମଧ୍ୟପ୍ରଦେଶର ଇନ୍ଦୋରର ଏକ ଭାକ୍ସିନ ଷ୍ଟୋରରେ ନିଆଁ ଲାଗି ପ୍ରାୟ ୨୫ ଲକ୍ଷ ଟଙ୍କାର ଭାକ୍ସିନ...

ବାଟରେ ଅଟକି ଚା’ ପିଇଲେ ରାହୁଲ

ମାଲାପ୍ପୁରମ୍‌,୭।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ୩ଦିନିଆ ଓ୍ବାୟନାଡ ସ୍ତରେ ଯିବା ସମୟରେ ମାଲାପ୍ପୁରମ୍‌ ଜିଲାର ରାସ୍ତା କଡ଼ରେ ଥିବା ଏକ ଦୋକାନରୁ ଚା’...

ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରିଦେବାକୁ ଧମକ

ନୂଆଦିଲ୍ଲୀ,୨୬ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦକୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି ।...

Advertisement
Archives

Model This Week