Posted inଜାତୀୟ

ନିଖୋଜ କମାଣ୍ଡୋଙ୍କ ଫଟୋ ଛାଡିଲେ ମାଓବାଦୀ

ବିଜାପୁର,୭।୪: ଛତିଶଗଡର ବସ୍ତର ଅଞ୍ଚଳରେ ଶନିବାର ଏନ୍‌କାଉଣ୍ଟର ବେବେଳ ନିଖୋଜ ହୋଇଥିବା କୋବ୍ରା କମାଣ୍ଡୋ ରାକେଶ୍ୱର ସିଂ ମନ୍‌ହାସ ମାଓବାଦୀମାନଙ୍କ କବ୍‌ଜାରେ ରହିଛନ୍ତି। ବୁଧବାର ମାଓବାଦୀ ସୋସିଆଲ ମିଡିଆ ମାଧ୍ୟମରେ ରାକେଶ୍ୱର ସିଂଙ୍କ ଫଟୋ ଶେୟାର କରିଛନ୍ତି। ଫଟୋ ରାକେଶ୍ୱର ବସି କିଛି କହଥିବା ଦେଖାଯାଇଛି। ଏହାପୂର୍ବରୁ ରାଜ୍ୟ ସରକାର ତାଙ୍କ ମୁକ୍ତି ପାଇଁ ମଧ୍ୟସ୍ଥ ନିଯୁକ୍ତ କରନ୍ତୁ ବୋଲି ମାଓବାଦୀମାନେ ପ୍ରସ୍ତାବ ଦେଇଛନ୍ତି। ସୂଚନାଯୋଗ୍ୟ, ବିଜାପୁର-ସୁକ୍‌ମା ମଧ୍ୟବର୍ତ୍ତୀ ଜଙ୍ଗଲରେ ହୋଇଥିବା ଏନ୍‌କାଉଣ୍ଟରରେ ୨୨ ଯବାନ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧୁଙ୍କ ବିପକ୍ଷରେ ଲଢିବେ ଅବସରପ୍ରାପ୍ତ ଆଇଏଏସ୍‌

ଚଣ୍ଡିଗଡ଼,୨୮ ।୧: ପଞ୍ଜାବ ବିଧାନସଭା ନିର୍ବାଚନର ତାରିଖ ପାଖେଇ ଆସୁଥିବା ବେଳେ ବେଳକୁ ବେଳ ସେଠାକାର ରାଜନୀତି ହେଉଛି ସରଗରମ । ଗୁରୁବାର ଭାରତୀୟ ଜନତା...

ବେରୋଜଗାର ୭.୮୩%କୁ ବୃଦ୍ଧି

ନୂଆଦିଲ୍ଲୀ, ୩ା୫: ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନୋମି(ସିଏମ୍‌ଆଇଇ)ର ତଥ୍ୟ ଅନୁସାରେ ମାର୍ଚ୍ଚରେ ବେରୋଜଗାର ହାର ୭.୬୦% ଥିବା ବେଳେ ଏପ୍ରିଲ୍‌ରେ ତାହା ବୃଦ୍ଧି ଘଟି...

ନୀତୀଶ କୁମାରଙ୍କ ଉପରେ ଆକ୍ରମଣ

ପାଟନା,୨୮।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ନିଜ ସହର ଭଖ୍‌ତିୟାରପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବାବେଳେ ତାଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ସଙ୍ଗେ...

ବିଚାରପତି ଗଣେଦିଓ୍ବାଲାଙ୍କ ଇସ୍ତଫା

ମୁମ୍ବାଇ,୧୨ା୨: ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ପ୍ରସଙ୍ଗରେ ଲଗାତର ବିବାଦୀୟ ରାୟ ଦେବା ଜଣେ ମହିଳା ବିଚାରପତିଙ୍କୁ ମହଙ୍ଗା...

ଏସ୍‌ସି କମିଶନ ମୁଖ୍ୟଙ୍କୁ ଭେଟିଲେ ଓ୍ବାଙ୍ଖଡେ

ନୂଆଦିଲ୍ଲୀ,୧।୧୧: ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ମୁମ୍ବାଇ ଜୋନାଲ ମୁଖ୍ୟ ସମୀର ଓ୍ବାଙ୍ଖଡେ ସୋମବାର ଜାତୀୟ ଅନୁସୂଚିତ ଜାତି କମିଶନ (ଏନ୍‌ସିଏସ୍‌ସି)ମୁଖ୍ୟ ବିଜୟ ସାମ୍ପଲାଙ୍କୁ ଦିଲ୍ଲୀଠାରେ...

ଦିଲ୍ଲୀ ହିଂସା: ୮ ଦିନ ହେଲା ସ୍ତ୍ରୀ-୪ ପିଲାଙ୍କ ବାଟ ଚାହିଁ ବସିଛନ୍ତି ରିକ୍ସା ଚାଳକ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହିଂସାରେ ଇତିମଧ୍ୟରେ ୪୫ଟି ମୃତଦେହ ଉଦ୍ଧାର ହୋଇଛି। ଫେବୃୟାରୀ ୨୩ରେ ସ୍ତ୍ରୀ ଓ ୪ ପିଲାଙ୍କଠାରୁ ଅଲଗା ହୋଇଯାଇଥିବା ରିକ୍ସା ଚାଳକ ମଇନୁଦ୍ଦିନ୍‌...

‘ତେଜସ ବିମାନ କିଣିବା ଦ୍ବାରା ୫୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ’

ନୂଆଦିଲ୍ଲୀ,୧୪।୧: ସେନାର ଭେଟେରାନ୍ସ ଡେ’ ପାଳନ ଅବସରରେ ଅନୁଷ୍ଠିତ ସମାରୋହରେ ଗୁରୁବାର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗ ଦେଇଥିଲେ। ଏହି ଅବସରରେ ସେ...

‘ଏଏପି’ରେ ଯୋଗ ଦେଲେ ଅଭିନେତ୍ରୀ

ନୂଆଦିଲ୍ଲୀ,୧୩।୫: ଅଭିନେତ୍ରୀ କଙ୍ଗନା ଶର୍ମା ଗୁରୁବାର ‘ଏଏପି’ରେ ଯୋଗ ଦେଇଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଅରବିନ୍ଦ କେଜ୍‌ରିୱାଲଙ୍କ ନୀତି ଦ୍ୱାରା ବଲିଉଡର...

Advertisement
Archives

Model This Week