ଶପିଂମଲ୍‌ରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହି କିଛିଦିନ ହେବ ରାଜ୍ୟରେ ୫୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିରୁ କେବଳ ୫୦ ପ୍ରତିଶତ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହେଉଛନ୍ତି। ବିଶେଷକରି ରାଜଧାନୀ ଭୁବନେଶ୍ୱରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସଂକ୍ରମଣ ବଢୁଥିବାରୁ ବିଏମ୍‌ସି ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ସୋମବାରଠାରୁ ରାଜଧାନୀରେ କୋଭିଡ୍‌ ଗାଇଡ୍‌ଲାଇନ୍‌ କଡ଼ାକଡ଼ି ଭାବେ ପାଳନ କରାଯିବ। ଭୁବନେଶ୍ୱରର ସମସ୍ତ ଶପିଂ ମଲ୍‌ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ। ପ୍ରତି ବ୍ୟବସାୟିକ ପ୍ରତିଷ୍ଠାନରେ କୋଭିଡ୍‌ ମନିଟରିଂ ଅଧିକାରୀ ରହିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଟ, ବଜାର, ଶପିଂମଲ୍‌ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଗହଳି ନ କରିବାକୁ ବିଏମ୍‌ସି ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri