ସ୍ବାମୀଙ୍କ ସହ ଜେଲ୍‌ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା

ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି  ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୫ ଜଣଙ୍କୁ ପୋଲିସ ବାନ୍ଧି ସାରିଛି। ଜଣେ ଫେରାର ଅଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍ରେ ବୁଧବାର ସକାଳୁ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ସେ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।  ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri