Posted inଖେଳ

ଟି୨୦ରେ ଇତିହାସ ରଚିଥିବା ମ୍ୟାଚ୍‌

ଦୁବାଇ, ୨୫ା୧୧ (ପି.ଟି.)- ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌କୁ ବିଶ୍ୱବ୍ୟାପୀ ରେକର୍ଡ ସଂଖ୍ୟକ ଦର୍ଶକ ଦେଖିଛନ୍ତି। ଟେଲିଭିଜନ ଜରିଆରେ ଏହି ଇଭେଣ୍ଟକୁ ୧୬୭ ନିୟୁତ ଦର୍ଶକ ଦେଖିଥିବା ଖେଳର ପରିଚାଳନା ପରିଷଦ ଗୁରୁବାର ସୂଚନା ଦେଇଛି। ସବୁଠୁ ବଡ଼ କଥା ହେଲା ଭାରତ-ପାକିସ୍ତାନ ମୁକାବିଲାକୁ ରେକର୍ଡ ସଂଖ୍ୟକ ଦର୍ଶକ ଉପଭୋଗ କରିଥିଲେ। ଅନ୍ତର୍ଜାତୀୟ ଟି୨୦ ଇତିହାସର ଯେକୌଣସି ମ୍ୟାଚ୍‌ ଦେଖଣାହାରୀଙ୍କ ସଂଖ୍ୟାଠାରୁ ଖବୁ ଅଧିକ ବୋଲି ଆଇସିସି କହିଛି। ପୂର୍ବରୁ ଏହି ରେକର୍ଡ ୨୦୧୬ ଟି୨୦ ବିଶ୍ୱକପ୍‌ ସେମିଫାଇନାଲ (ଭାରତ-ଓ୍ବେଷ୍ଟଇଣ୍ଡିିଜ) ନାମରେ ରହିଥିଲା।

୫ ବର୍ଷ ବ୍ୟବଧାନରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ସିଧାପ୍ରସାରଣ ୨୦୦ଟି ଦେଶରେ କରାଯାଇଥିଲା। ମୋଟ ୧୦,୦୦୦ ଘଣ୍ଟା ପ୍ରସାରଣକୁ ଭାରତ, ପାକିସ୍ତାନ, ୟୁକେ, ଅଷ୍ଟ୍ରେଲିଆ ଓ ୟୁଏସଏରେ ଅଧିକ ସଂଖ୍ୟକ ଦର୍ଶକ ଉପଭୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?