ସରିଲା ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା: ୧୧ରୁ ମୂଲ୍ୟାୟନ

କଟକ ଅଫିସ,୫ା୮: ଗୁରୁବାର ମାଟ୍ରିକ ଅଫଲାଇନ ପରୀକ୍ଷା ଶେଷ ହୋଇଛି। ଆସନ୍ତା ୧୧ ତାରିଖରୁ ମୂଲ୍ୟାୟନ ଆରମ୍ଭ ହେବ। ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ। ତିନି ଦିନ ଧରି ଏହି ମୂଲ୍ୟାୟନ ଚାଲିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜୁଲାଇ ୩୦ରେ ମାଟ୍ରିକ ଅଫ୍‌ଲାଇନ ପରୀକ୍ଷା ଆରମ୍ଭ ହୋଇଥିଲା। ଫଳ ପ୍ରକାଶନରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଉଥିଲେ । ରେଗୁଲାରରେ ମୋଟ ୬ ହଜାର ୫ ଶହ ୯୭ ଛାତ୍ରୀଛାତ୍ର ଫର୍ମ ଫିଲ୍‌ଅପ କରିଥିବା ବେଳେ, ଓପନ ସ୍କୁଲ ଜରିଆରେ ୮ ହଜାର ୪ ଶହ ୯୩ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ରାଜ୍ୟର ୫ ଶହ ୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟାରେ ବୁଡ଼ ପକାଇଲେ ୨ ଲକ୍ଷରୁ ଅଧିକ ଭକ୍ତ

ପୁରୁଷୋତ୍ତମପୁର,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟସ୍ଥ ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ ଅବସରରେ ଦୁଇ ଲକ୍ଷରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ହୋଇଥିଲା।...

ଓଲଟିଲା ଗ୍ୟାସ ଟ୍ୟାଙ୍କର

ଛେଣ୍ଡିପଦା,୧୦।୫(ସ୍ବ.ପ୍ର)- ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମଠାରେ ରବିବାର ଅପରାହ୍ନରେ ଏକ ଗ୍ୟାସ ଟ୍ୟାଙ୍କର ରାସ୍ତାକଡ଼କୁ ଓଲଟିପଡିଥିଲା। ଏଥିରେ ଚାଳକଙ୍କ ସମେତ...

ଚାହିଁ ବସିଥିଲା ମୃତ୍ୟୁ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଚାଷୀ ଦମ୍ପତିଙ୍କ ଜୀବନ

ହିଞ୍ଜିଳିକାଟୁ,୧୨ା୧୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଶେରଗଡ଼ ଥାନା ଅନ୍ତର୍ଗତ ବୁରୁପୋଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। କୋବି କିଆରିରେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍‌...

‘ଶୁଣାଣିରେ ଭାଗ ନେଇ ନ ଥିଲେ ସତ୍ୟପାଠ ଦାଖଲ କର’

କଟକ ଅଫିସ/କୁଜଙ୍ଗ (ଡି.ଏନ.ଏ.),୧୨ା୩ : ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଛି। ପ୍ରକଳ୍ପକୁ ବିରୋଧ...

କରୋନା ସଚେତନ ହେଲେ ଦଇତାପତି ସେବକ

ପୁରୀ ଅଫିସ,୧୫ା୫: ଆଗକୁ ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା। ଏହାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବାକୁ ହେଲେ ସମ୍ପୃକ୍ତ ସେବକମାନଙ୍କୁ ଏବେଠାରୁ କରୋନା...

ଶକ୍ତି ଉତ୍ତୋଳନ ପ୍ରତିଯୋଗିତା: ମୟୂରଭଞ୍ଜ ଜିଲାକୁ ୨୪ ପଦକ

ବାରିପଦା ଅଫିସ,୧୫ା୧୨- ଗତ ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାକୁ ମିଳିଛି ସଫଳତା । ୧୭...

ଆଜିଠୁ ବିଧାନସଭା

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଏହା ୩୧ ତାରିଖ ଯାଏ ଚାଲିବ। ଏଥିରେ ମୋଟ ୨୬ଟି କାର୍ଯ୍ୟ ଦିବସ ରହିଛି। ସେଥିରେ...

ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ

ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା...

Advertisement
Archives

Model This Week