୧୮ରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ 

କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ  ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।  ୧୮ ତାରିଖ ଦିନ ୧୦ଟା ସମୟରେ ଫଳାଫଳ ଘୋଷଣା କରାଯିବ। ଦିନ ୧୨ଟା ମଧ୍ୟରେ ଛାତ୍ରୀଛାତ୍ର ସେମାନଙ୍କ ରେଜଲ୍ଟ ଜାଣି ପାରିବେ।
ସେହିପରି ଟେଷ୍ଟ ଓପନ୍‌ ସ୍କୁଲ ଓ ମଧ୍ୟମା  ରେଜଲ୍ଟ ମଧ୍ୟ ୧୮ ତାରିଖରେ ପ୍ରକାଶ  ପାଇବ ।

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri