ଜାନୁୟାରୀ ୫ରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା

କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୩ ହଜାର ୯୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ ।

ଛାତ୍ରୀଛାତ୍ର ଦୁଇଟି ସିଟିଂରେ ୫୦ ନମ୍ବର ବିଶିଷ୍ଟ ଅବଜେକ୍ଟିଭ୍‌ ପରୀକ୍ଷା ଦେବେ । ଏଥିପାଇଁ ଏକ ଘଣ୍ଟା ସମୟ ସୀମା ରହିଛି। କେବଳ ଗଣିତ ପାଇଁ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ୍‌ ସମୟ ଦିଆଯିବ । ପରୀକ୍ଷାର୍ଥୀଙ୍କ ସଂଖ୍ୟା ଏବଂ ପରୀକ୍ଷା ସେଣ୍ଟର ତାଲିକା, ଇତ୍ୟାଦି ବାବଦରେ ସମସ୍ତ ତଥ୍ୟ ସ୍କୁଲ କର୍ତ୍ତୃପକ୍ଷଙ୍କ ଠାରୁ କିମ୍ବା ବୋର୍ଡ ୱେବସାଇଟ୍‌ରୁ ଡାଉନଲୋଡ୍‌ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri