୩ ଦିନରେ ଶେଷ ହେବ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର,୨।୮(ବ୍ୟୁରୋ): ଅଗଷ୍ଟ ୧୧ରୁ ଆରମ୍ଭ ହେବ ଅଫ୍‌ଲାଇନ ମାଟ୍ରିକ ପରୀକ୍ଷା ଖାତା ଦେଖା । ଆଉ ୩ ଦିନ ମଧ୍ୟରେ ଶେଷ ହେବ ଏହି କାର୍ଯ୍ୟ। ୭ ଜିଲାର ୯ଟି କେନ୍ଦ୍ରରେ ପ୍ରାୟ ୧୫ ଶହ ପରୀକ୍ଷାର୍ଥୀଙ୍କ ଖାତା ଦେଖାହେବ ବୋଲି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, କରୋନାର ଦ୍ୱିତୀୟ ଲହର ସଂକ୍ରମଣକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ହୋଇ ନ ଥିଲା । ବୋର୍ଡ ପକ୍ଷରୁ ବିକଳ୍ପ ମୂଲ୍ୟାଙ୍କନ କରି ରେଜଲ୍ଟ ପ୍ରକାଶ କରାଯାଇଥିଲା। ହେଲେ କିଛି ଛାତ୍ରୀଛାତ୍ର ମୂଲ୍ୟାଙ୍କନରେ ଅସନ୍ତୋଷ ପ୍ରକାଶ କରିଥିଲେ। ଏନେଇ ବୋର୍ଡ ପକ୍ଷରୁ ଅଫଲାଇନ ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?