ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ : ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

କଟକ ଅଫିସ,୧୧।୮: ମାଟ୍ରିକ ଅଫଲାଇନ ଖାତାଦେଖା ବୁଧବାରଠାରୁ ଆରମ୍ଭ ହୋଇଛି। ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖାହେଉଛି। କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ୧୫୦୦ ଶିକ୍ଷୟିତ୍ରୀ, ଶିକ୍ଷକ ଏଥିରେ ନିୟୋଜିତ ଅଛନ୍ତି ।
ମୂଲ୍ୟାୟନ କେନ୍ଦ୍ରରେ ମଙ୍ଗଳବାର ଶିକ୍ଷୟିତ୍ରୀ, ଶିକ୍ଷକ ରିପୋର୍ଟ କରିଥିଲେ । କୋଭିଡ ଗାଇଡଲାଇନ ଭିତରେ ୩ଦିନରେ ଖାତା ଦେଖା ସରିବ । ଅଗଷ୍ଟ ଶେଷ ସୁଦ୍ଧା ବୋର୍ଡ ଫଳ ପ୍ରକାଶ ପାଇଁ ଲକ୍ଷ୍ୟ ରଖିଛି । କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଥିଲା । ଫଳାଫଳକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଅଫଲାଇନ ପରୀକ୍ଷା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri