ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ : ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

କଟକ ଅଫିସ,୧୧।୮: ମାଟ୍ରିକ ଅଫଲାଇନ ଖାତାଦେଖା ବୁଧବାରଠାରୁ ଆରମ୍ଭ ହୋଇଛି। ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖାହେଉଛି। କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ୧୫୦୦ ଶିକ୍ଷୟିତ୍ରୀ, ଶିକ୍ଷକ ଏଥିରେ ନିୟୋଜିତ ଅଛନ୍ତି ।
ମୂଲ୍ୟାୟନ କେନ୍ଦ୍ରରେ ମଙ୍ଗଳବାର ଶିକ୍ଷୟିତ୍ରୀ, ଶିକ୍ଷକ ରିପୋର୍ଟ କରିଥିଲେ । କୋଭିଡ ଗାଇଡଲାଇନ ଭିତରେ ୩ଦିନରେ ଖାତା ଦେଖା ସରିବ । ଅଗଷ୍ଟ ଶେଷ ସୁଦ୍ଧା ବୋର୍ଡ ଫଳ ପ୍ରକାଶ ପାଇଁ ଲକ୍ଷ୍ୟ ରଖିଛି । କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଥିଲା । ଫଳାଫଳକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଅଫଲାଇନ ପରୀକ୍ଷା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?