ଭିମ୍‌ସାରରେ ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ

ସମ୍ବଲପୁର ଅଫିସ୍‌,୧୪।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସମସ୍ତ ସ୍କୁଲ, କଲେଜ୍‌ ବନ୍ଦ କରିଦେଇଛନ୍ତି। ସେହିପରି ଭିମ୍‌ସାରରେ ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ ରଖାଯାଇଛି। ଶନିବାରରୁ ହେବାକୁ ଥିବା ଏହି ପରୀକ୍ଷାକୁ କର୍ତ୍ତୃପକ୍ଷ ସ୍ଥଗିତ ରଖିଛନ୍ତି। ତେବେ ସମ୍ବଲପୁର ବୁର୍ଲା ଭିମ୍‌ସାରରେ ସଂକ୍ରମଣ ବଢୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏ ନେଇ ଭିମ୍‌ସାର ଡିନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri