Posted inଜାତୀୟ

କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା

ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା ଦେଇପାରିବ ବୋଲି ଭାରତୀୟ ଗବେଷକମାନେ ଏକ ଅଧ୍ୟୟନରୁ ଜାଣିବାକୁ ପାଇଛନ୍ତି। ଅଧ୍ୟୟନରୁ ମିଳିମିଳା ଟିକା ନେଇଥିବା ଶିଶୁଙ୍କଠାରେ କୋଭିଡ୍‌ ସଂକ୍ରମଣର ସାମାନ୍ୟ ଲକ୍ଷଣ ଦେଖାଯାଇଛି। ପୁଣେର ବି.ଜେ. ମେଡିକାଲ କଲେଜ ପକ୍ଷରୁ କରାଯାଇଥିବା ଏହି ଅଧ୍ୟୟନ ଅନୁଯାୟୀ, ସାର୍ସ-ସିଓଭି-୨ ଭୂତାଣୁ ବିରୋଧରେ ମିଳିମିଳା ଟିକା ୮୭.୫ ପ୍ରତିଶତ ଫଳପ୍ରଦ। ହ୍ୟୁମ୍ୟାନ ଭାକ୍ସିନ୍ସ ଆଣ୍ଡ ଇମ୍ୟୁନୋଥେରାପ୍ୟୁଟିକ୍ସ ପତ୍ରିକାରେ ଏହା ପ୍ରକାଶ ପାଇଛି। ପିଲାଙ୍କୁ କରୋନା ବିରୋଧରେ ଏହି ଟିକା ଦୀର୍ଘମିଆଦୀ ସୁରକ୍ଷା ଦେଇପାରିବ। ଏହା ଉପରେ ଗବେଷକମାନେ ଅଧିକ ପରୀକ୍ଷା ଚଳାଇଛନ୍ତି। ମିଳିମିଳା ଟିକା ଭଲ ଫଳାଫଳ ଦେଉଥିବା ଶିଶୁରୋଗ ବିଶେଷଜ୍ଞ ଡ. ନିଲେଶ ଗୁଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri