ଅଳିଆ ଆବର୍ଜନାରେ ଭରପୂର ମେଡିକାଲ ପରିସର

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ସହରକୁ ସ୍ବଚ୍ଛ ଓ ସୁନ୍ଦର ନିମନ୍ତେ ସ୍ବଚ୍ଛ ଭାରତ ମିଶନରେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି l କିନ୍ତୁ କିଛି ସ୍ଥାନରେ ଏହାର ବ୍ୟତିକ୍ରମ ଦେଖାଦେଉଛି। ଗଞ୍ଜାମ ମେଡିକାଲ ପରିସରରେ ଦୀର୍ଘଦିନ ଧରି ଅଳିଆ ଆବର୍ଜନା ପଡି ରହୁଥିଲେ ମଧ୍ୟ ତାହା ସଫା ହେଉନି l ଏହା ଦ୍ୱାରା ବିଭିନ୍ନ ମାରାତ୍ମକ ରୋଗ ବ୍ୟାପିବା ଆଶଙ୍କା ରହିଛି l ଏଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri