ଅଳିଆ ଆବର୍ଜନାରେ ଭରପୂର ମେଡିକାଲ ପରିସର

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ସହରକୁ ସ୍ବଚ୍ଛ ଓ ସୁନ୍ଦର ନିମନ୍ତେ ସ୍ବଚ୍ଛ ଭାରତ ମିଶନରେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି l କିନ୍ତୁ କିଛି ସ୍ଥାନରେ ଏହାର ବ୍ୟତିକ୍ରମ ଦେଖାଦେଉଛି। ଗଞ୍ଜାମ ମେଡିକାଲ ପରିସରରେ ଦୀର୍ଘଦିନ ଧରି ଅଳିଆ ଆବର୍ଜନା ପଡି ରହୁଥିଲେ ମଧ୍ୟ ତାହା ସଫା ହେଉନି l ଏହା ଦ୍ୱାରା ବିଭିନ୍ନ ମାରାତ୍ମକ ରୋଗ ବ୍ୟାପିବା ଆଶଙ୍କା ରହିଛି l ଏଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକ୍ଷମ ହେଲା ସୋଲାର ଜଳ ପ୍ରକଳ୍ପ

ବୁଗୁଡ଼ା,୪ା୭(ଡି.ଏନ.ଏ.): ଧରିତ୍ରୀରେ ଖବର ପ୍ରକାଶନ ପରେ ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଗ୍ରାମ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଥିବା ସୋଲାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି।...

ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍‌

ଆସିକା,୧।୮(ଡି.ଏନ୍‌.ଏ): ଆସିକା-ବାଲିପଦର ମୁଖ୍ୟରାସ୍ତାର ଭେଟନୟୀ ପଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ସମୟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ମହିଳା ଏଜେଣ୍ଟଙ୍କୁ ଦୁର୍ବୃତ୍ତ ବନ୍ଧୁକ ଦେଖାଇ...

୮ ଜିଲା ଦାୟିତ୍ୱରେ ସୋରଡ଼ା ବିଧାୟକ

ସୋରଡ଼ା,୧୯।୧୧: ରାଜ୍ୟ ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତିକ୍ରମେ ୪ଟି ସବ୍‌କମିଟି ଗଠନ କରାଯାଇଛି। ଉକ୍ତ କମିଟିକୁ ବିଭିନ୍ନ ଜିଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ...

ଫନୀରେ ଚିନାବାଦାମ ଫସଲ ଉଜୁଡିଲା

ପୋଲସରା,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ପୋଲସରାଞ୍ଚଳର ନିମିନା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନବରଗାଁର ବହୁ ଚାଷୀଙ୍କ ଚିନାବାଦାମ ଫସଲ ବ୍ୟାପକ କ୍ଷତି ହୋଇଛି। ଚାଷୀମାନେ ସରକାରୀ ବିହନ ବିକ୍ରୟ...

ଗଛ ଚଢ଼ିବା ସମୟରେ ଗୋଡ଼କୁ ଟାଣି ଧରିଲା ଭାଲୁ

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଜାମଝରୀ ପଞ୍ଚାୟତ କ୍ଷେତାପାଜୁ ଗ୍ରାମ ପାଖ ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ...

ଅଟକିଛି ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ

ଛତ୍ରପୁର,୨୧।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଆର୍ଥିକ ବର୍ଷରେ ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ ଯୋଜନା ଆରମ୍ଭ ହୋଇଥିଲା। ଏହି ପରିପ୍ରେକ୍ଷୀରେ କେରୁବାଡି-ଆଡିପଙ୍ଗା ଭାୟା ବେଡେପଙ୍ଗା ରାସ୍ତା...

ଏନ୍‌ଏସି କର୍ମଚାରୀଙ୍କୁ ଗାଳିଗୁଲଜ ଅଭିଯୋଗ

ଗୋପାଳପୁର,୩୧ା୮-ଗୋପାଳପୁର ଏନ୍‌ଏସି କାର୍ଯ୍ୟାଳୟର ସିଇଓ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଧମକ ଓ ଗାଳିଗୁଲଜ କରିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଗୋପାଳପୁର ଏନ୍‌ଏସି ଅଞ୍ଚଳର...

ଗଞ୍ଜାମ ଜିଲାରେ ବଢ଼ିଲା ଝିଅଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ୍‌,୬ା୮-ପୁଅମାନଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ନୈରାଶ୍ୟଜନକ ଯୋଗୁ ଯେଉଁ ଗଞ୍ଜାମ ଜିଲାର ବଦନାମ୍‌ ଥିଲା, ସେଇ ଜିଲାରେ ଝିଅଙ୍କ ସଂଖ୍ୟା ଉତ୍ସାହଜନ ଭାବେ ବଢ଼ିବାରେ...

Advertisement
Archives

Model This Week