୫୬ ବୃଦ୍ଧାଶ୍ରମକୁ ଦିଆଯିବ ମେଡିକାଲ କିଟ୍‌

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟର ୫୬ଟି ବୃଦ୍ଧାଶ୍ରମକୁ ମେଡିକାଲ କିଟ୍‌ ଯୋଗାଇ ଦିଆଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୋମବାର ଏହି ସୂଚନା ଦେଇଛନ୍ତି। ତିନୋଟି ସରକାରୀ ଓ ୫୩ଟି ସରକାରୀ ଅନୁଦାନପ୍ରାପ୍ତ ବୃଦ୍ଧାଶ୍ରମକୁ ଏହି ସହାୟତା ପ୍ରଦାନ କରାଯିବ। ପ୍ରତି କିଟ୍‌ର ମୂଲ୍ୟ ୪, ୭୦୦ ଟଙ୍କା। ଏଥିପାଇଁ ୭ ଲକ୍ଷ ୩୧ ହଜାର ଟଙ୍କାରୁ ଅଧିକ ଖର୍ଚ୍ଚ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଅସନ୍ତୋଷ, ହେବ ଆଉ ଏକ ବିଦ୍ରୋହ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗୁରୁବାର ରାଜ୍ୟ ସଭାରେ କହିବା ପରେ ଓଡ଼ିଶାରେ ତୀବ୍ର...

ନାସାରେ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ

ରାଜକନିକା,୨୮।୧୨(ଡି.ଏନ.ଏ.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାରେ ଶନିବାର ନୂଆ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ ଓଁ ନାରାୟଣୀ ନାୟକ(୩୦)। କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ...

ପୋଲିସ ଲୋକଙ୍କ ମିତ୍ର ହୋଇ କାର୍ଯ୍ୟ କରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୧(ବ୍ୟୁରୋ): ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା...

ପାର୍କିଂ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ କଲେ ମଲ୍‌ ଖୋଲିବା ମନା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଉଦ୍‌ଘାଟନ ଅପେକ୍ଷାରେ ଥିବା ଉତ୍କଳ କଳିକା ମଲ୍‌କୁ ଲାଗିଛି ଝଟ୍‌କା। ପାର୍କିଂ ସହ ଅନ୍ୟ କେତେକ ବ୍ୟବସ୍ଥା ନ ଥିବାରୁ ମଲ୍‌ ସଂକ୍ରାନ୍ତରେ...

ବଦଳିର ୩୭ ଦିନ ପରେ ବି ଝାରସୁଗୁଡ଼ା ଛାଡ଼ିନାହାନ୍ତିି ଅଧିକାରୀ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ଏନେଇ ନିର୍ବାଚନମଣ୍ଡଳୀରେ ପ୍ରଚାର ବେଶ୍‌ ସରଗରମ ହୋଇଛି। ନିର୍ବାଚନ କମିଶନଙ୍କ ନିୟମ...

ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ସର୍ଭେ: ପ୍ରଣବ, ତାରା ଶ୍ରେଷ୍ଠ ବିଧାୟକ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ‘ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ’ ପକ୍ଷରୁ ୨୦୨୦ ବର୍ଷ ପାଇଁ...

ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ଭୁବନେଶ୍ୱର,୧୪।୬(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର...

ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍‌ରେ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement
Archives

Model This Week