କୋଭିଡ ଡ୍ୟୁଟି ପାଇଁ ଯିବା ବେଳେ ଡାକ୍ତରୀ ଛାତ୍ରଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼ ଅଫିସ/ଦଶପଲ୍ଲା, ୮।୫,(ଡି.ଏନ୍‌. ଏ.): କୋଭିଡ ଡ୍ୟୁଟି ପାଇଁ କଟକ ଏସ୍‌ସିବିରୁ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନେଇ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ବସ ଶୁକ୍ରବାର ବିଳମ୍ବତ ରାତିରେ ନୟାଗଡ଼ ଜିଲାରେ ଦୁର୍ଘଟଣା ଘଟିଛି। କଟକରୁ କେତେକ ମେଡିକାଲ ଛାତ୍ରୀଛାତ୍ରଙ୍କୁ ନେଇ ରାଜ୍ୟ ପରିବହନ ନିଗମର ଏହି ବସ ବଲାଙ୍ଗୀର ଯାଉଥିବା ବେଳେ ନାୟଗଡ ଜିଲା ବାଣିଗୋଛା ନିକଟସ୍ଥ ଦୁର୍ଗାପ୍ରସାଦ ଗ୍ରାମ ନିକଟରେ ଏକ ପଣସ ଗଛକୁ ଧକ୍କା ଦେଇ ଦୁର୍ଘଟଣା ହୋଇଥିଲା। ଏଥିରେ ଡ଼୍ରାଇଭର୍‌ ସମେତ ୧୯ ଜଣ ମେଡିକାଲ ଛାତ୍ର ଆହତ ହୋଇଛନ୍ତି । ଆହତମାନଙ୍କୁ ଗ୍ରାମବାସୀ ଉଦ୍ଧାର କରି, ୧୦୮ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତିି କରିଥିଲେ। ଖବର ପାଇ ବାଣିଗୋଛା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ବଡ ଭାଇଙ୍କ ମୃତଦେହ ଦେଖି ଟଳିପଡ଼ିଲେ ସାନଭାଇ

ପାଲଲହଡା,୨।୧୧(ଡି.ଏନ୍‌.ଏ.): ଆଜିର ସମାଜରେ ଯେଉଁଠି ଭାଇଟିଏ ଭାଇର ଶତ୍ରୁ ପାଲଟୁଛି, ସେଠାରେ ବଡ଼ ଭାଇଙ୍କ ମୃତଦେହ ଦେଖି ସାନଭାଇ ଆଖି ବୁଜିଛନ୍ତି। ଏପରି ଏକ ଘଟଣା...

ଖେଣ୍ତରାରେ ଚାଲୁଛି ବେଆଇନ କୁକୁଡ଼ା ଲଢ଼େଇ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ଖେଣ୍ତରା ଗ୍ରାମର ଶାଳ ଜଙ୍ଗଲରେ ଦୀର୍ଘ ଦିନ ହେବ ବେଆଇନ କୁକୁଡ଼ା ଲଢ଼େଇ ହେଉଛି। ଫଳରେ ଅଞ୍ଚଳରେ ବିଭିନ୍ନ...

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା

ବରୀ,୧୧।୯ (ଡି.ଏନ୍‌.ଏ.): ଚଳିତ ବନ୍ୟାରେ ବରୀ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ହଜାର ହଜାର ହେକ୍ଟର ଚାଷ ଉଜୁଡ଼ି ଯାଇଥିବା ବେଳେଅନେକ ଲୋକଙ୍କ ଘର...

ଯୁବତୀଯୁବକଙ୍କୁ ୧୦ ବର୍ଷ ଗାଁ ମନା

କାଳିଆପାଣି,୧୬ା୩(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ କାଳିଆପାଣି ଗଁାରେ ପ୍ରେମ ବିବାହକୁ ନେଇ କଙ୍ଗାରୁକୋର୍ଟ ହୋଇଛି। କୋର୍ଟ ନିଷ୍ପତ୍ତି ଅନୁସାରେ ପ୍ରେମ ବିବାହ କରିଥିବା...

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା ଦେଲେ ୨ ଏସ୍‌ଏଚ୍‌ଜି

ମାଲକାନଗିରି,୧ା୫(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ର ‘ଜନନୀ’ ଓ ‘ସାଇବାବା’ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୬ ହଜାର ସହାୟତା ଦେଇଛନ୍ତି।...

ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଖଲିକୋଟ କନିଷ୍ଠ ମହାବିଦ୍ୟାଳୟ ପରିଦର୍ଶନ

ବ୍ରହ୍ମପୁର ଅଫିସ,୧୬।୧: ଗଞ୍ଜାମ ଜିଲା ଖଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଖଲିକୋଟ କନିଷ୍ଠ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାର ସମୀକ୍ଷା କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା...

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ...

ଟୋକନଧାରୀଙ୍କଠାରୁ ଧାନ କିଣ: ଜିଲାପାଳ

ପାଲଲହଡା,୨୫।୩(ଡି.ଏନ.ଏ.)- ଟୋକନ ଥାଇ ମଧ୍ୟ ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ୧୧ଟି ସମବାୟ ସମିତିରେ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବା ନେଇ ଗତ...

Advertisement
Archives

Model This Week