ଘର ଦୁଆରକୁ ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି ଡାକ୍ତରୀ ଟିମ୍‌: ସହଯୋଗ କରିବାକୁ କହିଲେ ସ୍ବତନ୍ତ୍ର ଏଡିଏମ୍‌

ଛତ୍ରପୁର, ୧୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସହରାଞ୍ଚଳରେ ଘର ଦୁଆରେ ଡାକ୍ତରୀ ଟିମ୍‌ ତଥା ରାପିଡ୍‌ ରେସ୍‌ପନ୍ସ ଟିମ୍‌ ପହଞ୍ଚି ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି। ଏହି ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂରେ ଉକ୍ତ ଟିମ୍‌କୁ ସହଯୋଗ କରିବା ସହ ଲକ୍ଷଣଗୁଡିକୁ ନ ଲୁଚାଇବାକୁ ଆଇଏଏସ୍‌ ତଥା ଛତ୍ରପୁର ସବ୍‌ଡିଭିଜନର ସ୍ବତନ୍ତ୍ର ଏଡିଏମ ପାରୁଲ ପଟଉଆରି ଟୁଇଟ୍‌ କରି କହିଛନ୍ତି। ଏହି ରାପିଡ୍‌ ରେସ୍‌ପନ୍ସ ଟିମ୍‌ରେ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ ଓ ହେଲ୍‌ପର ରହିଛନ୍ତି। ଛତ୍ରପୁର ଏନ୍‌ଏସିରେ ୫ଟି ଡାକ୍ତରୀ ଟିମ୍‌ ଏହି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଗଞ୍ଜାମ ଓ ରମ୍ଭା ଏନ୍‌ଏସିର ରେଡ୍‌ ଜୋନ୍‌ ୱାର୍ଡ ମାନଙ୍କରେ ଶନିବାର ସାନିଟାଇଜ କରାଯାଇଛି। ଏଥିସହ ମହିଳା ସଂଘ ପକ୍ଷରୁ କୋଭିଡ୍‌ ସଚେତନତା ଓ ପୋଖରୀରେ ନ ଗାଧୋଇବାକୁ କୁହାଯାଉଥିବା ସ୍ବତନ୍ତ୍ର ଏଡିଏମ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri