ଗାଜରର ଔଷଧୀୟ ଗୁଣ

ଗାଜରରେ ଥିବା ଫାଇବର୍‌ ଶରୀରରେ ବ୍ଲଡ୍‌ ସୁଗାର୍‌ ଲେଭଲ୍‌କୁ ନିୟନ୍ତ୍ରଣରେ ରଖିବାରେ ବେଶ୍‌ ସହାୟକ ହୋଇଥାଏ। ତା’ସହିତ ଏଥିରେ ଭିଟାମିନ୍‌ ଏ ଓ ବିଟା-କାରୋଟିନ୍‌ ପ୍ରଚୁର ପରିମାଣରେ ଥିବାରୁ ଏହା ଡାଇବେଟିସ୍‌ ରୋଗରୁ ବି ମୁକ୍ତି ଦେଇଥାଏ। ସେହିପରି ଗାଜରରେ କ୍ୟାଲ୍‌ସିୟମ୍‌ ଓ ଭିଟାମିନ୍‌-କେ ଥିବା ଯୋଗୁ ଏହା ଅସ୍ଥିକୁ ମଜଭୁତ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ। କେବଳ ଏତିକି ନୁହେଁ, ନିୟମିତ ଅନ୍ତରାଳରେ ଗାଜର ଖାଇଲେ ତ୍ୱଚାରେ ଚମକ୍‌ ଆସିବା ସହ ଖାଦ୍ୟ ମଧ୍ୟ ଶୀଘ୍ର ହଜମ ହୋଇଥାଏ। ସେଥିପାଇଁ ଅନେକେ ଏବେ ସେମାନଙ୍କର ଡେଲି ଡାଏଟ୍‌ରେ ଗାଜରକୁ ସାମିଲ କରୁଥିବାର ଦେଖିବାକୁ ମିଳୁଛି। ତେବେ ଗାଜରକୁ ରାନ୍ଧିକି ଖାଇବା ପରିବର୍ତ୍ତେ ଯଦି ଏହାକୁ କଞ୍ଚାରେ ଖିଆଯାଏ, ତା’ହେଲେ ଏହା ଶରୀର ପାଇଁ ଅଧିକ ଲାଭଦାୟକ ହୋଇଥାଏ। ବିଶେଷକରି ଗାଜର୍‌କୁ ସାଲାଡ୍‌ କରି ଖାଇଲେ ଏହା ପାଟିକୁ ସୁଆଦିଆ ଲାଗିବା ସହ ଏହାର ସିଧାସଳଖ ଫାଇଦା ଶରୀରକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri