ବ୍ରହ୍ମଗିରି,୭।୧୧(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ସାତପଡ଼ା ନାଥପୁରରେ ବୋମାମାଡ ହୋଇଛି । ଜମି ଜବରଦଖଲକୁ ୨ ସାହି ମଧ୍ୟରେ ଗଣ୍ଡଗୋଳକୁ ନେଇ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ନାଥପୁରର ୨ ସାହି ମଧ୍ୟରେ ଦୀର୍ଘ ଦିନହେଲା ଜମି ଜବରଦଖଲକୁ ନେଇ ବିବାଦ ଲାଗି ରହିଥିଲା । ତେବେ ବୁଝାମଣା ମାଧ୍ୟମରେ ଏହାର ସମାଧାନ କରିବାକୁ ଉଭୟ ସାହିର ଲୋକମାନ ବୈଠକ କରିଥିଲେ । ଉକ୍ତ ବୈଠକରେ କଥା କଟାକଟି ପରେ ବୋମାମାଡ଼ ହୋଇଥିଲା । ଯାହା ଫଳରେ ୩ ଜଣ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Posted inHome Left, ଆମ ଜିଲା ଖବର, ପୁରୀ View All
ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…
ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…
ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…
ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…
ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…
ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…
ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା
ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…
ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’
ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…
Archives

