ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ ମଇଳା ପାଣି ବାହାରିଥିବା ଦେଖିବାକୁ ମିଳୁଛି। ଯାହାକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ ଦେଖା ଦେଇଛି। ତେବେ ଏହି ଘଟଣା ନୂଆ ନୁହେଁ। କିଛି ବର୍ଷ ହେବ ପାଚେରିରେ ଫାଟ ସୃଷ୍ଟି ହୋଇ ପାଣି ଗଳୁଚି । ଏବେ ଗତ ବର୍ଷ ଧରିତ୍ରୀ ସହ ଅନ୍ୟ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବର୍ଷେ ତଳେ ଶିଉଳି ଛାଡାଇ ଫାଟ ଯୋଡେଇ କରାଯାଇଥିଲା। ଗ୍ରାଉଟିଂ କରାଯିବା ପରେ ଡ୍ରେନ ପାଣି ପାଚେରି ଦେଇ ଝରିବା ବନ୍ଦ ହୋଇଯାଇଥିଲା। ମାତ୍ର ଗ୍ରାଉଟିଂ ମେଘନାଦ ପାଚେରିକୁ ବର୍ଷେ ବି ସୁରକ୍ଷା ଦେଇପାରିଲା ନାହିଁ। ପୁଣି ୩ଟି ସ୍ଥାନରେ ଡ୍ରେନ ପାଣି ଝରି ଶିଉଳି ଚରିଗଲାଣି। ତେଣୁ ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ଅସୁରକ୍ଷିତ ବୋଲି ଆଲୋଚନା ହେଉଛି। ପ୍ରଶାସନ ଓ ଏଏସାଇ ଏ ଦିଗରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ବିଭିନ୍ନ ମହଲରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?