Posted inଫୁରସତ

ହିମ ପାହାଡ଼ ତରଳିଲେ ଭୟଙ୍କର ସଙ୍କଟ

ଓ୍ବାଶିଂଟନ: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ କହିଛନ୍ତି। ମେରୁ ଅଞ୍ଚଳରେ ରୋଗ ସୃଷ୍ଟିକାରୀ ଅସଂଖ୍ୟ ଅଣୁଜୀବ ବରଫ ତଳେ ପୋତି ହୋଇ ନିଷ୍କ୍ରିୟ ଭାବେ ରହିଛନ୍ତି। ମାତ୍ର ଜାରି ରହିଥିବା ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ହିମ ପାହାଡ଼ ତରଳିଲେ ଏସବୁ ଅଣୁଜୀବ ବାହାରକୁୁ ବାହାରି ସକ୍ରିୟ ହେବେ। ଫଳରେ କରୋନାଠାରୁ ଅଧିକ ଭୟଙ୍କର ମହାମାରୀ ଯୋଗୁ ମାନବ ସମାଜରେ ମୃତ୍ୟୁର ତାଣ୍ଡବ ସୃଷ୍ଟି ହେବାର ଆଶଙ୍କା ରହିଥିବା ବୈଜ୍ଞାନିକ ସୂଚନା ଦେଇଛନ୍ତି। ଏନେଇ ଆମେରିକାନ୍‌ ସାଇଣ୍ଟିଫିକ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୟୁନିଭରସିଟି ଅଫ୍‌ ମାଇନ୍‌ କ୍ଲାଇମେଟ୍‌ ଚେଞ୍ଚ୍‌ ଇନଷ୍ଟିଚ୍ୟୁଟ୍‌ର ପ୍ରଫେସର କିମ୍ବରଲେ ମାଇନର, ଏବଷ୍ଟବିଥ୍‌ ବିଶ୍ୱ ବିଦ୍ୟାଳୟର ପ୍ରଫେସର ଏଡ଼ଓ୍ବିନ୍‌ ଏଡ଼ଓ୍ବର୍ଡ ଏବଂ ଚାଲର୍ସ ମିଲର ମିଳିତ ଭାବେ ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri