Posted inରାଜ୍ୟ

କେନ୍ଦୁଝରକୁ ୩୦ରୁ ଚାଲିବ ମେମୁ ଟ୍ରେନ

କେନ୍ଦୁଝର, ୨୩।୩(ସ୍ବ.ପ୍ର.)- ଦୀର୍ଘ ଦିନର ବ୍ୟବଧାନ ପରେ ଭୁବନେଶ୍ୱର-କେନ୍ଦୁଝର ମେମୁ ଟ୍ରେନ୍‌ ଆସନ୍ତା ୩୦ରୁ ଆରମ୍ଭ ହେବ। କରୋନା କଟକଣା ପାଇଁ ପାଖାପାଖି ଏକ ବର୍ଷ ହେଲା ଏହା ବନ୍ଦ ରହିଥିଲା। ଭୁବନେଶ୍ୱରରୁ ୪ଟା୩୫ ରେ ବାହାରି କେନ୍ଦୁଝରରେ ରାତି ୯ଟା୩୫ରେ ପହଞ୍ଚିବ। ସେହିପରି କେନ୍ଦୁଝରରୁ ସକାଳ ୬ଟା୩୦ରୁ ବାହାରି ଭୁବନେଶ୍ୱରରେ ୧୧ଟା୫ରେ ପହଞ୍ଚିବ ବୋଲି ଜଣାପଡିଛି। ତେବେ ଜିଲାରେ ପୂର୍ବରୁ ଚାଲି ଆସୁଥିବା ପୁରୀ – କେନ୍ଦୁଝରଗଡ଼-ରାଉରକେଲା, ଭାଇଯାକ-କେନ୍ଦୁଝରଗଡ଼-ଟାଟା ଟ୍ରେନ କେବେ ଆରମ୍ଭ ହେବ ସେ ନେଇ ସମସ୍ତେ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ: ୩୦ ହଜାର ଜରିମାନା

ଭଣ୍ଡାରିପୋଖରୀ,୭।୫(ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରହଣିଆ ପଞ୍ଚାୟତ ପୁରସ୍ତମପୁର ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ୩୦...

କୃଷି, ଆଇନଶୃଙ୍ଖଳା ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବ କଂଗ୍ରେସ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):କୃଷି, କୃଷକ ସମସ୍ୟା, ବେକାରି, ଆଇନଶୃଙ୍ଖଳା, ନାରୀ ସୁରକ୍ଷା, ଦୁର୍ନୀତି ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି। ମଙ୍ଗଳବାର ଅପରାହ୍ନରେ...

ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର...

ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ  ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ...

ଅଜାଙ୍କ ଘରେ ନାତୁଣୀର ଆତ୍ମହତ୍ୟା

ଲଙ୍ଗଳେଶ୍ୱର,୧୮।୧୦(ଡି.ଏନ.ଏ.): ମା’ଙ୍କ ସହ ଅଜା ଘରେ ରହୁଥିବା ଜଣେ ନାବାଳିକାଙ୍କ ଆତ୍ମହତ୍ୟା କରିଛନ୍ତି। ହେଲେ ନାବାଳିକାଙ୍କ ଆତ୍ମହତ୍ୟାକୁ ବାପ ଘର ଲୋକେ ଗ୍ରହଣ ନ କରି...

‘ମୁଁ ନିଜ ଭିତରେ ପଦ୍ମାବତୀଙ୍କୁ ଦେଖୁଛି’

ସେ ନୃତ୍ୟରେ ନିଜକୁ ହଜାଇ ଦିଅନ୍ତି। କଥାବାର୍ତ୍ତା ହେଉ କି ଚାଲିଚଳନ, ପ୍ରତିଟି କାର୍ଯ୍ୟରେ ନିଜକୁ ଜଣେ ନୃତ୍ୟାଙ୍ଗନାର ପରିଚୟ ଦେବାକୁ ଚାହାନ୍ତି। ସବୁକ୍ଷେତ୍ରରେ ନୃତ୍ୟର...

ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ

ଭଦ୍ରକ ଅଫିସ,୩୦।୪: କରୋନା ଲକ୍‌ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି।...

ନନ୍ଦନକାନନରେ ଭାଲୁ ଆକାଶର ମୃତ୍ୟୁ

ବାରଙ୍ଗ,୨୬।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୬ ନମ୍ବର ଖୁଆଡରେ ରହୁଥିବା ଅଣ୍ଡିରା ଭାଲୁ ଆକାଶର ମଙ୍ଗଳବାର ସକାଳେ ମୃତ୍ୟୁ ହୋଇଛି। ଆକାଶ ଗତ ଏକ ସପ୍ତାହ ହେଲା ନିମୋନିଆ...

Advertisement
Archives

Model This Week