Posted inଜାତୀୟ

ମର୍ସିଡିଜ କାରରେ ଲୁଚାଇ ରଖିଥିଲେ ବିସ୍ଫୋରକ ଭର୍ତ୍ତି ଗାଡିର ନମ୍ବର ପ୍ଲେଟ

ନୂଆଦିଲ୍ଲୀ୧୭।୩: ମୁକେଶ ଅମ୍ବାନୀଙ୍କ ଘର ନିକଟରୁ ଏକ ବିସ୍ଫୋରକ ଭର୍ତ୍ତି ଗାଡି ମିଳିବା ଘଟଣାରେ ନିଲମ୍ବିତ ହୋଇଥିବା ପୋଲିସ ଅଧିକାରୀ ସଚିନ ବାଜେଙ୍କ ଅଡୁଆ ଦିନକୁ ଦିନ ବଢିବାରେ ଲାଗିଛି। ତାଙ୍କ ବିରୋଧରେ ଏନ୍‌ଆଇଏ ହାତରେ ଲାଗିଛି ଅନ୍ୟ ଏକ ପ୍ରମାଣ। ଛତ୍ରପତି ଶିବାଜୀ ମହାରାଜ ଟର୍ମିନାସ ନିକଟରେ ଥିବା ଏକ ପାର୍କିଂ ସ୍ଥାନରୁ ଏକ କଳା ମର୍ସିଜିଡ କାରକୁ ଏନ୍‌ଆଇଏ ଜବତ କରିଛି। କାର୍‌ ଭିତରୁ ମିଳିଛି ବିସ୍ଫୋରକ ଭର୍ତ୍ତି ଗାଡିର ନମ୍ବର ପ୍ଲେଟ । ଏପରି କି କାର୍‌ରୁ ଅନ୍ୟ ୨ଟି ଗାଡି ନମ୍ବର ପ୍ଲେଟ ସହିତ ନଗଦ ୫ଲକ୍ଷ ଟଙ୍କା ଜବତ କରାଯାଇଥିବା ଏନ୍‌ଆଇଏର ଇନ୍ସପେକ୍ଟର ଜେନେରାଲ ଅନିଲ ଶୁକ୍ଲା ସୂଚନା ଦେଇଛନ୍ତି। କାର ମାଲିକ ସଚିନ ହୋଇ ନ ଥିଲେ ମଧ୍ୟ ସେ ଏହି ମର୍ସିଡିଜ କାର ବ୍ୟବହାର କରୁଥିବା ଏନ୍‌ଆଇଏ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri