Posted inଫୁରସତ

‘ଦ କଶ୍ମୀର ଫାଇଲ୍ସ’ର ଲୋକପ୍ରିୟତାକୁ ଦେଖି ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କଲେ ବ୍ୟବସାୟୀ

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ  ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଛି। ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି । ୯୦ ଦଶକରେ କଶ୍ମୀର ପଣ୍ଡିତଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ପରଦାରେ ପ୍ରଦର୍ଶନ କରାଯାଇଛି। ଫିଲ୍ମକୁ ଦେଖିବା ପରେ ଅନେକ ପ୍ରଶଂସା କରୁଛନ୍ତି। ତେବେ ଫିଲ୍ମର ଲୋକପ୍ରିୟତାକୁ ଦେଖି ଗୁଜରାଟର ଜଣେ କପଡା ବ୍ୟବସାୟୀ ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି। ସେଥିରେ ‘ଦ କଶ୍ମୀର ଫାଇଲ୍ସ’ ଫିଲ୍ମ ଟିମ୍‌ ଛବିଗଡିକୁ ଡିଜିଟାଲ ଭାବେ ପ୍ରିଣ୍ଟ କରିଛନ୍ତି । ଯାହାକୁ ଦେଖିବାକୁ ପ୍ରଶଂସକଙ୍କ ଭିଡ ଲାଗିଛି। ଏହାକୁ ଖୁବ୍‌ ଶୀଘ୍ର ବଜାରକୁ ଅଣାଯିବ ବୋଲି ଯୋଜନା କରୁଛନ୍ତି ବ୍ୟବସାୟୀ। ତେବେ ଏହି ଶାଢ଼ିର ମୂଲ୍ୟ କେତେ ହେବ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦାରୁ ମିଳିଲା ରକ୍ତାକ୍ତ ଯୁବକଙ୍କ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri