ରାଜ୍ୟ ବାହାରକୁ ଚାଲାଣ ହେଉଥିଲେ ଦାଦନ ଶ୍ରମିକ, ରାତି ଅଧିଆ ମାଡି ବସିଲା ପୋଲିସ, ତା’ପରେ…

ବଲାଙ୍ଗୀର,୪।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରୁ ରାଜ୍ୟ ବାହାରକୁ ଦାଦନ ଶ୍ରମିକ ଚାଲାଣ ପୂର୍ବରୁ ୫୫ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ । ଦାଦନ ସର୍ଦ୍ଦାର ଶ୍ରମିକ ଚାଲାଣ କରିବା ପାଇଁ ଶ୍ରମିକମାନଙ୍କୁ ଘରେ ରଖିଥିବା ବେଳେ ପୋଲିସ ଚଢ଼ାଉ କରି ୫୫ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ବଲାଙ୍ଗୀର ପୋଲିସ ଦାଦନ ଶ୍ରମିକ ଚାଲାଣ ହେଉଥିବା ସୂଚନା ପାଇ ରାତି ଅଧିଆ ଚଢାଉ କରିଥିଲା। ଚଢ଼ାଉ ପରେ ୫୫ ଦାଦନ ଶ୍ରମିକଙ୍କୁ କଣ୍ଟାବାଞ୍ଜିରୁ ଉଦ୍ଧାର କରିଥିଲା । ଏମାନଙ୍କୁ ଦାଦନ ସର୍ଦ୍ଦାର ଆନ୍ଧ୍ରପ୍ରଦେଶ ନେଉଥିବା ଜଣାପଡ଼ିଛି । କଣ୍ଟାବାଞ୍ଜି ସହରର ୱାର୍ଡ ନମ୍ବର ୮ରେ ଥିବା ଏକ ଘର ଭିତରେ ସର୍ଦ୍ଦାର ଦାଦନ ଶ୍ରମିକମାନଙ୍କୁ ଲୁଚାଇ ରଖିଥିବାବେଳେ ପୋଲିସ ଉଦ୍ଧାର କରି ସମସ୍ତ ଶ୍ରମିକଙ୍କୁ କଣ୍ଟାବାଞ୍ଜି ପୋଲିସ ଥାନାରେ ଆଣି ପଚରାଉଚରା କରୁଛି। ଶ୍ରମିକମାନେ ନୂଆପଡ଼ା ଓ ତୁରେଇକେଲା ଅଞ୍ଚଳର ବୋଲି ସୂଚନା ମିଳିଛି। ଶ୍ରମିକଙ୍କ ମଧ୍ୟରେ ୧୪ ଜଣ ନାବାଳକ , ପୁରୁଷ ୨୫ ଜଣ ଓ ମହିଳା ୧୬ ଜଣ ଥିବା ନେଇ ପୋଲିସ ପକ୍ଷରୁ ଥାନା ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?