ଡ୍ରେନ୍‌ ଟ୍ରାଜେଡି: ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୧୯।୬: ଭୁବନେଶ୍ବରରେ ଡ୍ରେନ୍‌ରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ସମୀକ୍ଷା କରିଛନ୍ତି। ଏହା ପରେ ମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ବ୍ୟାରିକେଡ କାହିଁକି ହୋଇନି, ସା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୭ ଦିନ ମଧ୍ୟରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଆଉ କେତେ ମୁକୁଳା ଡ୍ରେନ ଅଛି, ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେବା ସହ ୩ ଦିନ ଭିତରେ ବାକିଥିବା ସବୁ ଡ୍ରେନ୍‌ କଭର୍‌ ହେବ ମନ୍ତ୍ରୀ ସୂଚନା ଦେଇଛନ୍ତି।

ମଙ୍ଗଳବାର ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ କଲୋନୀର ଏସ୍କେ ରାଜେଶ ଓ ତାଙ୍କ ସାଥୀମାନେ ଡ୍ରେନ୍‌ ପାଖରେ ଖେଳୁଥିବା ବେଳେ ବେଲୁନ୍‌କୁ ଆଣିବାକୁ ଡ୍ରେନ୍‌ ଭିତରକୁ ଯାଉଥିବା ବେଳେ ଏସ୍କେ ରାଜେଶ ବର୍ଷା ପାଣିରେ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜିଲାରେ ହେବ ମେଡିକାଲ କଲେଜ, ବଡ଼ ଘୋଷଣା କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୭: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

‘ଭାଜପା ସରକାର ଚଳାଇବାରେ ଅକ୍ଷମ’

ଭୁବନେଶ୍ୱର, ୨୩।୭: ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଙ୍ଗଳବାର ଉଭୟ ବିଜେଡି ଓ କଂଗ୍ରେସ...

ଶୀଘ୍ର ଶୀଘ୍ର କିଣି ନିଅନ୍ତୁ ସୁନା, ଏତେ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୩।୭: ସୁନା କୁଣିବାକୁ ଚାହୁଁଛନ୍ତି କି? ତା’ହେଲେ ଡେରି କାହିଁକି। ଶୀଘ୍ର ଯାଇ ସୁନା କିଣି ଆଣନ୍ତୁ। କାରଣ ସୁନା ଦର କମିଛି। ୬% କଷ୍ଟମ...

ନବୀନ ପଟ୍ଟନାୟକଙ୍କୁ ଗିରଫ କର, ଏମିତି କାହିଁକି ଦାବି କଲେ ମନ୍ତ୍ରୀ

ଭୁବନେଶ୍ୱର,୨୩।୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ବିଧାନସଭାରେ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟପାଳଙ୍କ ଅଭିଭାଷଣ ବେଳେ...

ବଜେଟ୍‌କୁ ନେଇ ପ୍ରଥମଥର ମୋଦିଙ୍କ ଉପରେ ରାଗିଗଲେ ନବୀନ ପଟ୍ଟନାୟକ, କହିଦେଲେ ଏମିତି…

ଭୁବନେଶ୍ୱର,୨୩।୭: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଥିବା...

ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗିଲେ ବିଜେଡି ବିଧାୟକ, ପୋଡ଼ିୟମ ଉପରକୁ ଚଢ଼ି କଲେ…

  ଭୁବନେଶ୍ୱର,୨୩।୭: ପ୍ରଥମ ଥର ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାରର ପ୍ରଥମ ଅଧିବେଶନର ଆଜି ହେଉଛି ଦ୍ୱିତୀୟ ଦିନ। ଗୃହ ଆରମ୍ଭରୁ ବିଧାନସଭାରେ ବିରୋଧିଙ୍କ...

କିଏ ହେବେ ପିସିସି ସଭାପତି, ସୋଫିଆ କଲେ କ୍ଲିଅର

ଭୁବନେଶ୍ୱର,୨୩।୭: ଭଙ୍ଗ ହୋଇଛି କଂଗ୍ରେସ ପ୍ରଦେଶ କମିଟି। ଏନେଇ ରବିବାର ଏଆଇସିସି ଏକ ବିଜ୍ଞପ୍ତି ଜାରି କରିଛି। ତେବେ ୩ଥରର ବିଧାୟକ ରାମଚନ୍ଦ୍ର କାଡାମଙ୍କୁ କଂଗ୍ରେସ...

ରାଜ୍ୟ ସଭାରେ ଗର୍ଜିଲା ବିଜେଡି, ଚିନ୍ତାରେ ଭାଜପା

ନୂଆଦିଲ୍ଲୀ,୨୩।୭: ବଜେଟରେ ଓଡ଼ିଶାକୁ ଅବହେଳା କରାଯିବାକୁ ନେଇ କକ୍ଷତ୍ୟାଗ କରିଛି ବିଜେଡି।ଏଥିସହ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ନ ମିଳିବାରୁ ମଧ୍ୟ ଅସନ୍ତୋଷ ପ୍ରକାଶ କରି କକ୍ଷତ୍ୟାଗ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri