ଶକ୍ତିମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ଅଧ୍ୟକ୍ଷ

ଭୁବନେଶ୍ୱର,୧୮।୮ (ବ୍ୟୁରୋ) : ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଇରେଡା)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଦାସ ସୋମବାର ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ନିକଟରେ ଓଡ଼ିଶା ସରକାର ଅକ୍ଷୟ ଶକ୍ତି ଉତ୍ପାଦନ ଏବଂ ବ୍ୟବହାର ଉପରେ ଅନେକ ପ୍ରକଳ୍ପର କାର୍ଯ୍ୟାରମ୍ଭ କରିଛନ୍ତି। ରାଜ୍ୟ ଏ କ୍ଷେତ୍ରରେ ସ୍ବାବଲମ୍ବି ହୋଇ ପାରିବ ବୋଲି ସାକ୍ଷାତ ସମୟରେ ଦାସ କହିଥିଲେ। ଭାରତ ସରକାରଙ୍କ ଏହି ଉଦ୍ୟୋଗ ରାଜ୍ୟର ଅକ୍ଷୟ ଶକ୍ତି ବିକାଶ କ୍ଷେତ୍ରରେ ସହଯୋଗ ପ୍ରଦାନ କରିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟରେ ସୌରଶକ୍ତି ଉତ୍ପାଦନ ପାଇଁ ପଯ୍ୟାପ୍ତ ସୁଯୋଗ ରହିଥିବା ଦର୍ଶାଇ ପାରମ୍ପାରିକ ବିଦ୍ୟୁତ ଅପହଞ୍ଚ ସ୍ଥାନଗୁଡ଼ିକରେ ଏହା ବହୁତ ଉପାଦେୟ ହୋଇ ପାରିବ ବୋଲି କହିଥିଲେ। ଏଥି ସହିତ ଐତିହ୍ୟମୟୀ କୋଣାର୍କ ମନ୍ଦିରକୁ ଇରେଡା ଓ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆଲୋକୀକରଣ ବ୍ୟବସ୍ଥାର ଅଗ୍ରଗତି ସମ୍ପର୍କରେ ମଧ୍ୟ ସେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?