ବରଗଡ଼ରେ ପତାକା ଉତ୍ତୋଳନ କଲେ ଅର୍ଥ ଓ ଅବକାରୀ ମନ୍ତ୍ରୀ

ବରଗଡ଼ ଅଫିସ,୧୫।୮: ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ରବିବାର ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲାର ୧୭ ଜଣ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ସହରରେ ରହିଥିବା ମହାତ୍ମା ଗାନ୍ଧୀ, ବୀର ସୁରେନ୍ଦ୍ର ସାଏ ଏବଂ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହା ସହିତ ସ୍ବାଧୀନତା ସଂଗ୍ରାମରେ ଶହୀଦ ମାଧୋ ସିଂଙ୍କ ପରିବାରର ବଳିଦାନକୁ ସ୍ମୃତିଚାରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲାପାଳ ମୋନିଷା ବାନାର୍ଜୀ, ଏସ୍‌ପି ରାହୁଲ ଜୈନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri